ଅଚାନକ OERCର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା
ଭୁବନେଶ୍ଵର: ସଂପ୍ରତି ତତଲା କଡ଼େଇରେ ଓଡ଼ିଶା। ଭୀଷଣ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ସେପଟେ ଘନ ଘନ ବିଜୁଳିକାଟ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ଦେଇଛି। ଏହା ମଧ୍ୟରେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ପଦରୁ ସ୍ୱେଚ୍ଛାକୃତ ଭାବେ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଆଜି ନିଜ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଗତ […]
ସଂପୂର୍ଣ୍ଣ ପଢନ୍ତୁ