କଟକ, ବରଗଡ଼ ଓ ଯାଜପୁରରେ ହେବ ୬୬ କୋଟି ଟଙ୍କାର ହସ୍ତତନ୍ତ ହବ୍
ଭୁବନେଶ୍ୱର :କଟକ, ବରଗଡ଼ ଏବଂ ଯାଜପୁର ଜିଲ୍ଲାରେ ପ୍ରାୟ ୬୬ କୋଟି ଟଙ୍କା ବିନିଯୋଗରେ ହସ୍ତତନ୍ତ ହବ୍ ଓ ପାର୍କ ପ୍ରତିଷ୍ଠା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତା କରିଥିଲେ। ଅନୁଷ୍ଠିତ ବୈଠକରେ ରାଜ୍ୟର ୩ଟି ଜିଲ୍ଲାରେ ହସ୍ତତନ୍ତ ହବ୍ ଓ ପାର୍କ ପ୍ରତିଷ୍ଠା ନେଇ ବିସ୍ତୃତ ଆଲୋଚନା ହୋଇଥିଲା । କଟକ ଜିଲ୍ଲାର ଅଭିମାନପୁରଠାରେ ୧୩.୫୧ କୋଟି […]
ସଂପୂର୍ଣ୍ଣ ପଢନ୍ତୁ