ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ – ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ବିବାହ ପୂର୍ବରୁ ଶାରୀରିକ ସମ୍ପର୍କକୁ ନେଇ ବଡ ନିଷ୍ପତ୍ତି ଦେଇଛନ୍ତି ସୁପ୍ରିମକୋର୍ଟ। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଅବିବାହିତ ବୟସ୍କଙ୍କ ମଧ୍ୟରେ ସହମତିରେ ଶାରୀରିକ ସମ୍ପର୍କକୁ ” ନୈତିକ ପତନ” (କଳଙ୍କ) ବୋଲି ବିବେଚନା କରାଯାଇପାରିବ ନାହିଁ ଏବଂ ଏହାକୁ ଜଣେ ବ୍ୟକ୍ତିଙ୍କ ଚରିତ୍ର ବିଷୟରେ ନକାରାତ୍ମକ ନିଷ୍କର୍ଷ ବାହାର କରିବା ପାଇଁ ବ୍ୟବହାର କରାଯାଇପାରିବ ନାହିଁ। ସୁପ୍ରିମକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ଦୁଇଜଣ ଅବିବାହିତ ବୟସ୍କଙ୍କ ମଧ୍ୟରେ ସହମତିରେ ଶାରୀରିକ ସମ୍ପର୍କକୁ […]
ସଂପୂର୍ଣ୍ଣ ପଢନ୍ତୁ