ବିଶିଷ୍ଟ ସମାଜସେବୀ ଚନ୍ଦ୍ରମୋହନ ଦାଶଙ୍କ ଦ୍ଵାଦଶାହ ଉପଲକ୍ଷେ ସ୍ମୃତି ସଭା ଅନୁଷ୍ଠିତ
ଝଙ୍କଡ଼ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଗୋପାଳପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟା ମମତା ଦାଶଙ୍କ ସ୍ୱାମୀ ତଥା ବିଶିଷ୍ଟ ସମାଜସେବୀ ଚନ୍ଦ୍ରମୋହନ ଦାଶଙ୍କ ଦ୍ଵାଦଶାହ ଉପଲକ୍ଷେ ଏକ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଗତ ବୁଧବାର ସନ୍ଧ୍ୟାରେ ତାଙ୍କ ଗୋପାଳପୁର ସ୍ଥିତ ବାସଭବନ ପରିସରରେ ଏହି ସଭା ଆୟୋଜିତ ହୋଇଥିଲା। ସ୍ଥାନୀୟ ସରପଞ୍ଚ ପ୍ରକାଶ ଚନ୍ଦ୍ର ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ପ୍ରାକ୍ତନ ପ୍ରଧାନଶିକ୍ଷକ ସୁନାକର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ […]
ସଂପୂର୍ଣ୍ଣ ପଢନ୍ତୁ