ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଂକଳ୍ପକୁ ଆଧାର କରି ରାଜ୍ୟର ରୋଡ଼୍ ନେଟ୍ୱାର୍କକୁ ସମୃଦ୍ଧ କରିବା କ୍ଷେତ୍ରରେ ଆମେ ଆଗେଇ ଚାଲିଛୁ। ସମସ୍ତଙ୍କ ମିଳିତ ସହଯୋଗରେ ଆମେ ବିଗତ ବର୍ଷ ତୁଳନାରେ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଛୁ। ତେବେ ଏହି ଧାରାକୁ ବଜାୟ ରଖିବା ଏବଂ ପ୍ରକଳ୍ପଗୁଡ଼ିକୁ ଅଧିକ ତ୍ୱରିତ ଗତିରେ ଆଗେଇନେବା ଲାଗି ଆମକୁ ସ୍ୱତନ୍ତ୍ର ଲକ୍ଷ୍ୟ ଧାର୍ଯ୍ୟ କରିବାକୁ ପଡ଼ିବ ବୋଲି ପୂର୍ତ୍ତ, ଆଇନ ଓ ଅବକାରୀ […]
ସଂପୂର୍ଣ୍ଣ ପଢନ୍ତୁ