ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ, ବଢ଼ିଲା ସୁରକ୍ଷା
ମୁମ୍ବାଇ : ବୋମା ଲଗାଇ ଉଡ଼ାଇ ଦେବୁ ବିମାନ ବନ୍ଦର। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର (T1) ସିଆଇଏସ୍ଏଫ୍ କଣ୍ଟ୍ରୋଲ ରୁମ୍କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍ କଲ ଆସିଛି। ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା ଧମକରେ କେହି ଜଣେ ବ୍ୟକ୍ତି କହିଛନ୍ତି। ଏହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ମୁମ୍ବାଇ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ସେପଟେ ଧମକ ମିଳିବା ପରେ ତୁରନ୍ତ ସିଆଇଏସ୍ଏଫ୍ ଟିମ୍ […]
ସଂପୂର୍ଣ୍ଣ ପଢନ୍ତୁ