େହାକନୁମ ୁୀମୁମୂ

ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର

ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ଦ୍ବାରା ପୋଲିସ ଏସଆଇ ଭାବେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ପଦୋନ୍ନତି ପାଇଁ ଆଉ ୧୦ ବର୍ଷକୁ ଅପେକ୍ଷା କରିବାକୁ ପଡ଼ିବ […]

ସଂପୂର୍ଣ୍ଣ ପଢନ୍ତୁ
Image 1731490588

ପୁଣିଥରେ ପାଦ ଛୁଇଁବାକୁ ଗଲେ ନୀତୀଶ, ହାତ ଧରିପକାଇଲେ ମୋଦି

ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁବାକୁ ଗଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ଯାଇଥିଲେ ନୀତୀଶ କୁମାର। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ସମେତ ଜେଡିୟୁ ଓ ବିଜେପିର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ। ରାଜ୍ୟରେ ଦ୍ୱିତୀୟ ଏମ୍ସର ଶିଳାନ୍ୟାସରେ ଅତ୍ୟଧିକ ଖୁସି ହୋଇ ନୀତୀଶ ସିଧା ଯାଇ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁଥିଲେ। ଏହି ସମୟର ଭିଡିଓ ଏବେ ସୋଶାଲ ମିଡିଆରେ ଖୁବ ଭାଇରାଲ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2024 11 13 163724 750x430

ଅବକାରୀ ବିଭାଗକୁ ବଡ ସଫଳତା: ୭୫ କେଜି ଗଞ୍ଜେଇ ଜବତ, ୨ ଗିରଫ

ଅନୁଗୋଳ: ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ୮ ଟା ବେଳେ ବଉଦ ଅଞ୍ଚଳରୁ ଏକ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା ଖବର ପାଇଥିଲା ଅବକାରୀ ବିଭାଗ। ଅନୁଗୋଳ ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକଙ୍କ ନିର୍ଦ୍ଦେଶରେ ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ […]

ସଂପୂର୍ଣ୍ଣ ପଢନ୍ତୁ
Pruth

ନୀତିକାନ୍ତି ଠୁ ଆରମ୍ଭ କରି ସବୁ କିଛି ସୁରୁଖୁରୁରେ ତୁଲାଇବା ପାଇଁ ଚେଷ୍ଟା କରୁଛୁ : ଆଇନ ମନ୍ତ୍ରୀ

ଭୁବନେଶ୍ବର: ପଞ୍ଚୁକରେ ଶ୍ରୀମନ୍ଦିରରେ ଭିଡ଼ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ପଞ୍ଚୁକରେ ଭକ୍ତଙ୍କ ପ୍ରବଳ ଭିଡ଼ ଦୃଷ୍ଟିରୁ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ଭିଡ଼କୁ ନିୟନ୍ତ୍ରଣରେ ରଖିବା ପାଇଁ ପୁଲିସକୁ ତ କାମ କରିବାକୁ ପଡ଼ିବ। ଭିଡ଼ ହେବା ଏଇଟା ନୂଆ କଥା ନୁହେଁ, ସବୁବେଳେ ହୁଏ। ଆଗାମୀ ୧୫ ତାରିଖ ଯାଏ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସଜାଗ ଅଛି। ନୀତିକାନ୍ତି ଠୁ ଆରମ୍ଭ କରି ସବୁ କିଛି […]

ସଂପୂର୍ଣ୍ଣ ପଢନ୍ତୁ
Onion Price Hike 1575994868 750x430

ପିଆଜ କେଜି ୩୦ ଟଙ୍କାରେ ବିକିବ ନାଫେଡ: ମନ୍ତ୍ରୀ

ଭୁବନେଶ୍ୱର: ପିଆଜ କେଜି ୩୦ ଟଙ୍କାରେ ବିକ୍ରି କରିବ ନାଫେଡ। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। “ପିଆଜ ଓଡିଶାରେ ଉତ୍ପାଦିତ ହୁଏ ନାହିଁ ଏବଂ ତେଣୁ ଆମେ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ। ପିଆଜ ଏବଂ ରସୁଣର ମୂଲ୍ୟ ରାଜ୍ୟ ବାହାରେ ଅଧିକ ଏବଂ ଯାହା ଫଳରେ ଏଠାରେ ମଧ୍ଯ ଏହାର ମୂଲ୍ୟ ବୃଦ୍ଧି ପାଇଛି। ନାସିକରେ ପିଜଆ ଦର ଅଧିକ ରହିଛି। ସେଠାରେ କେଜି ପ୍ରତି ୪୫ ଟଙ୍କା […]

ସଂପୂର୍ଣ୍ଣ ପଢନ୍ତୁ
Sfas

ବୁଲଡୋଜର୍‌ ଆକ୍ସନ ଉପରେ ବ୍ରେକ୍‌

‘ବୁଲଡୋଜର ନ୍ୟାୟ ସ୍ୱୀକାରଯୋଗ୍ୟ ନୁହେଁ। କେବଳ ଅଭିଯୋଗ ଆଧାରରେ ଭଙ୍ଗା ଯାଇପାରିବନି ଘର। ଘର ଭାଙ୍ଗିବା ମୌଳିକ ଅଧିକାରକୁ କ୍ଷୂର୍ଣ୍ଣ କରୁଛି। ସରକାରୀ କ୍ଷମତାର ମନମାନି ଚଳିବ ନାହିଁ।’ ବୁଲଡୋଜର ଆକ୍ସନକୁ ନେଇ ଏକ ମାମଲାର ଶୁଣାଣି କରି ଏଭଳି କିଛି ରାୟ ଶୁଣାଇ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଏଥିସହ ଏକ ଗାଇଡ୍‌ଲାଇନ୍‌ ମଧ୍ୟ ଜାରି କରିଛନ୍ତି। ସୁପ୍ରିମକୋର୍ଟ ଦୁଇ ଜଣ ବିଚାରପତିଙ୍କ ବେଞ୍ଚ ସରକାରଙ୍କ ମନମୁଖୀ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଛନ୍ତି। ଘରଗୁଡ଼ିକୁ ମନଇଚ୍ଛା ଭାଙ୍ଗିବା ଆଇନର […]

ସଂପୂର୍ଣ୍ଣ ପଢନ୍ତୁ
Image 1724774818

‘ସୁଭଦ୍ରା’ ପାଇନଥିବା ମହିଳାଙ୍କୁ ଏମିତି ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ । ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ । ଏହା ବ୍ୟତୀତ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଗୋଟିଏ […]

ସଂପୂର୍ଣ୍ଣ ପଢନ୍ତୁ
Image 1731500210

ଚାଷୀଙ୍କ ପାଖକୁ ଫେରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ଚାଷୀଙ୍କ ପାଖକୁ ଫେରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି । ଘରୋଇ ଭାବେ ଅଧିଗ୍ରହଣ କରାଯାଇଥିବା ଜମି ଫେରସ୍ତ ହେବ ।  କ୍ଷତିପୂରଣ ପାଇଥିବା ଲୋକେ କ୍ଷତିପୂରଣ ରାଶି ଫେରାଇବେ ।  ଜମି ଫେରାଇବା ପ୍ରକ୍ରିୟା ଜିଲ୍ଲା ପ୍ରଶାସନ ଆରମ୍ଭ କଲାଣି । ହାଇକୋର୍ଟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ଖାରଜ କରିଥିଲେ । ସୁପ୍ରିମ୍ କୋର୍ଟ ମଧ୍ୟ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ । ଅଧିଗ୍ରହଣ ହୋଇଥିବା ସରକାରୀ ଜମି ସରକାରଙ୍କ ଖାତାକୁ ଫେରିବ । କୋର୍ଟ ଦେଇଥିବା […]

ସଂପୂର୍ଣ୍ଣ ପଢନ୍ତୁ
Winter

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ; କିଛି ଜିଲ୍ଲାରେ ହାଲୁକା ବର୍ଷା, ୧୬ ପରେ ବଢ଼ିପାରେ ଶୀତ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା […]

ସଂପୂର୍ଣ୍ଣ ପଢନ୍ତୁ
Rewar

ହିତାଧିକାରୀଙ୍କ ପାଇଁ ଖୁସିର ଖବର, ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ହିତାଧିକାରୀଙ୍କ ପାଇଁ ଖୁସିର ଖବର ।  ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ  ।  ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ ।  ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ।  ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି […]

ସଂପୂର୍ଣ୍ଣ ପଢନ୍ତୁ