ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
ଭୁବନେଶ୍ବର : ଆଜି ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’। ଶ୍ରେଷ୍ଠ ଫିଲ୍ମ ଭାବେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ବର୍ଷ ପାଇଁ ଦମନ ପୁରସ୍କୃତ ହୋଇଛି। ଆଜିର ପୁରସ୍କାର ବିତରଣ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ […]
ସଂପୂର୍ଣ୍ଣ ପଢନ୍ତୁ