ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’
ବାରିପଦା: ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’ l ଏନକ୍ଲୋଜରରେ ଘୁଷୁରିକୁ ଶିକାର କରି ଖାଇଲା ବାଘୁଣୀ ‘ଜିନତ୍’ l ରାତି ପ୍ରାୟ ୧୦ଟାରେ ଏନ୍କ୍ଲୋଜର୍ରେ ପ୍ରଥମ ଶିକାର କରିଛି ବାଘୁଣୀ l ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍’ର ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଥିବା ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଅଧିକାରୀ l ଗତକାଲି ରାତି ପ୍ରାୟ ୧୦ଟାରେ ଶିମିଳିପାଳ ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କରିଛି ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍’ l […]
ସଂପୂର୍ଣ୍ଣ ପଢନ୍ତୁ