Zz

ବେଦାନ୍ତକୁ ଲିଜ୍ ଦିଆଯାଇଥିବା ସରକାରୀ ଜମି ସରକାରୀ ଖାତାକୁ ଫେରିବ, ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ବିଜ୍ଞପ୍ତି : ଜିଲ୍ଲାପାଳ

ଭୁବନେଶ୍ବର ୧୪।୧୧: ବେଦାନ୍ତ ଜମି ପ୍ରସଙ୍ଗରେ ଜିଲ୍ଲାପାଳ  ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ପ୍ରତିକ୍ରିୟା ରଖିଛନ୍ତି । ସରକାରୀ ଜମି ସରକାରୀ ଖାତାକୁ ଫେରିବା ସହ ବ୍ୟକ୍ତିଗତ ଜମି ଚାଷୀଙ୍କ ପାଇଁ ଚାଷୀଙ୍କୁ ରେଜିଷ୍ଟ୍ରେସନ ଖର୍ଚ୍ଚ ଦେବାକୁ ପଡିବ ନାହିଁ । ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ  ନେଇଥିବା ଜମି ଫେରିପାଇବେ ଚାଷୀ । ପ୍ରତି ବଦଳରେ ଚାଷୀମାନେ ନେଇଥିବା କ୍ଷତିପୂରଣ ରାଶି ଫେରାଇବେ । ଅଧିଗ୍ରହଣ ହୋଇଥିବା ଜମିର ସତ୍ତ୍ବ ବା ରେକର୍ଡ଼ ସଂଶୋଧନ କରାଯାଇ ଚାଷୀଙ୍କୁ ପଟ୍ଟା […]

ସଂପୂର୍ଣ୍ଣ ପଢନ୍ତୁ
Z

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଦେଖନ୍ତୁ କାହାକୁ ମିଳିଲା କେଉଁ ପୁରସ୍କାର

ଭୁବନେଶ୍ଵର: ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା। ୨୦୨୦, ୨୦୨୧ ଏବଂ ୨୦୨୨ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ ପାଇଁ ଦମନ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି। ଚଳଚ୍ଚିତ୍ରରେ ଜୀବନ ବ୍ୟାପୀ ସାଧନା ପାଇଁ ୩ ଜଣଙ୍କୁ ମୋହନ ସୁନ୍ଦର ଦେବଗୋସ୍ଵାମୀ ସମ୍ମାନ ମିଳିବ। ଆଜି ସାମ୍ବାଦିକ ସମ୍ମିଳନୀରେ ଏହାର ଘୋଷଣା  କରିଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ […]

ସଂପୂର୍ଣ୍ଣ ପଢନ୍ତୁ
Z

୧ରୁ ମୟୂରଭଞ୍ଜ ମହୋତ୍ସବ, ଯୋଗଦେବେ କବିତା କୃଷ୍ଣମୂର୍ତ୍ତି

ବାରିପଦା : ଆସନ୍ତା ୧ ତାରିଖରୁ ୧୦ ଦିନ ବ୍ୟାପୀ ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ହେବ ମୟୂରଭଞ୍ଜ ମହୋତ୍ସବ। ପ୍ରଥମ ଦିନରେ ଜିଲ୍ଲାର ମୁଖ୍ୟତଃ ଆଦିବାସୀ ଓ ଅନ୍ୟାନ୍ୟ କଳାକାରମାନଙ୍କୁ ନେଇ ପାରମ୍ପାରିକ ନୃତ୍ୟ ଗୀତରେ ତାଳେତାଳେ ଦ୍ୱିତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରଠାରୁ ଛଉ ପଡ଼ିଆ ପର୍ଯ୍ୟନ୍ତ ଆୟୋଜିତ ହେବ ଓଡ଼ିଶାର ସର୍ବବୃହତ ସାଂସ୍କୃତିକ ଶୋଭାଯାତ୍ରା। ଶେଷ ଦିନରେ ବଲିଉଡ୍‌ କଣ୍ଠଶିଳ୍ପୀ କବିତା କୃଷ୍ଣମୂର୍ତ୍ତି ଧମାଲ୍‌ କରିବେ। ସେହିଭଳି ପ୍ରତିଦିନ ସନ୍ଧ୍ୟାରେ ପ୍ରଥମାର୍ଦ୍ଧରେ ଜିଲ୍ଲା କଳାକାରଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ
Bse

୧୯ରୁ OSSTET ପାଇଁ ଅନ୍‌ଲାଇନ ଆବେଦନ, ବିଜ୍ଞପ୍ତି ଜାରି

କଟକ : OSSTET (Odisha Secondary School Teacher Eligibility Test) -2024 ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)। ଏହି ପରୀକ୍ଷା ପାଇଁ ପ୍ରାର୍ଥୀମାନେ କେବଳ ଅନ୍‌ଲାଇନରେ ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ (BSE)ର ୱେବସାଇଟ୍ www.bseodisha.ac.inକୁ ଯାଇ ସେମାନେ ଆବେଦନ କରିପାରିବେ। ନଭେମ୍ବର ୧୯ ତାରିଖରୁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା […]

ସଂପୂର୍ଣ୍ଣ ପଢନ୍ତୁ
Mobile 750x430

ବହୁ ସଂଖ୍ୟକ ମୋବାଇଲ ଫୋନ୍ ଜବତ, ହଜିଥିବା ଫୋନ୍‌ ଫେରିପାଇ ଆନନ୍ଦିତ ଲୋକେ

କଟକ : ଚୋରି ହୋଇଥିବା ବହୁ ସଂଖ୍ୟକ ମୋବାଇଲ ଫୋନ୍ ଜବତ କରିଛି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଜବତ ମୋବାଇଲ ଫୋନଗୁଡ଼ିକୁ ପ୍ରକୃତ ମାଲିକଙ୍କୁ ଫେରାଇଛନ୍ତି ପୁଲିସ ଡିଜି ଓ କ୍ରାଇମବ୍ରାଞ୍ଚ ଏଡିଜି। ସମଗ୍ର ରାଜ୍ୟରୁ ପାଖାପାଖି ୧୦୨ଟି ମୋବାଇଲ ଫୋନ ଜବତ କରିଛି କ୍ରାଇମବ୍ରାଞ୍ଚ। କେନ୍ଦ୍ର ସରକାରଙ୍କ ସେଣ୍ଟ୍ରାଲ ଇକ୍ଵିପ୍‌ମେଣ୍ଟ ଆଇଡେଣ୍ଟିଟି ରେଜିଷ୍ଟର ସହାୟତାରେ ଚୋରି ହୋଇଥିବା ଏତେସବୁ ମୋବାଇଲ ଫୋନ୍ ସଫଳତାର ସହ ଜବତ କରାଯାଇଛି। ଚୋରି ହୋଇଥିବା ମୋବାଇଲ ଫୋନ ଲୋକଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ
Image 1731579362

ଭିଜିଲାନ୍ସ ଜାଲରେ ଫସିଲେ ଆରଆଇ

ଭଦ୍ରକ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ବିଜୟ ମଲ୍ଲିକ ନାମକ ଜଣେ ବ୍ୟକ୍ତି ନିଜ ଜମିର କିସମ ପରିବର୍ତ୍ତନ କରିବାକୁ ଚାହୁଁଥିଲେ। ଏନେଇ ସେ ଆରଆଇ ଭାଗବତ ଖଟୁଆଙ୍କୁ ଭେଟିଥିଲେ। ଜମିର କିସମ ପରିବର୍ତ୍ତନ କରି ଦେବା ପାଇଁ ଆରଆଇ ଶ୍ରୀ ଖଟୁଆ ରାଜି ହୋଇଥିଲେ। ହେଲେ ଏଥିପାଇଁ ସେ […]

ସଂପୂର୍ଣ୍ଣ ପଢନ୍ତୁ
1 2 750x430

ଶ୍ରୀମନ୍ଦିରକୁ ୧୦ଟି ବ୍ୟାଟେରୀ ଚାଳିତ ଅଟୋ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ : କେନ୍ଦ୍ର ନୂତନ ଓ ନବୀକରଣ ଶକ୍ତି ଏବଂ ଖାଦ୍ୟଯୋଗାଣ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ ୧୦ଟି ବ୍ୟାଟେରୀ ଚଳିତ ଅଟୋ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅକ୍ଷୟ ଶକ୍ତି ସଂସ୍ଥା – ଇରେଡା ପକ୍ଷରୁ ଭକ୍ତଙ୍କ ସୁବିଧା, ବିଶେଷ ଭାବେ ବୃଦ୍ଧ ବୃଦ୍ଧା ଯେଭଳି ସହଜରେ ଶ୍ରୀମନ୍ଦିର ପରିଦର୍ଶନ କରିପାରିବେ, ସେଥିପାଇଁ ୧୦ଟି ଅଟୋ ପ୍ରଦାନ କରାଯାଇଛି। ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 700x430

ଓଡ଼ିଶା ପାଭିଲିୟନ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର : ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଆରମ୍ଭ ହୋଇଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋୟଲ ଏହି ମେଳାକୁ ଉଦଘାଟନ କରିଛନ୍ତି। ଏହି ଆନ୍ତଜାତୀୟ ବାଣିଜ୍ୟ ମେଳାରେ ବିଭିନ୍ନ ଦେଶ ଓ ରାଜ୍ୟଗୁଡ଼ିକ ଭାଗ ନେଉଛନ୍ତି। ସୂଚନା ଅନୁଯାୟୀ ରହି ମେଳାରେ ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶା ପାଭିଲିୟନର ଉଦଘାଟନ କରିଛନ୍ତି। ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଳାରେ ପ୍ରଗତି ମଇଦାନର […]

ସଂପୂର୍ଣ୍ଣ ପଢନ୍ତୁ
Baliyatra 750x430 1 300x172

କାଲିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ : ଆସନ୍ତାକାଲିଠୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏହା ଆସନ୍ତା ୨୨ ତାରିଖ ଯାଏ ଚାଲିବ। ଏଥର ପ୍ରସିଦ୍ଧ କଟକ ବାଲିଯାତ୍ରାରେ ଲାଗିବ ବିଦେଶୀ ଛୁଙ୍କ। ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ, ହାଇକମିଶନର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସାମିଲ ହେବେ। ଏଥିସହ ବହୁ ଦେଶର କଳାକାର ଏଥର ବାଲିଯାତ୍ରାରେ ନିଜ କଳାର ପ୍ରଦର୍ଶନ କରିବେ। ଏଥିସହ କାଲିଠୁ ଆୟୋଜିତ ହେବାକୁ ଥିବା ‘ପିଠା ମହୋତ୍ସବ’ରେ ବିଦେଶୀ ପିଠାର ସ୍ୱାଦ ଚାଖିବେ ଓଡ଼ିଶାବାସୀ। ଏହା ପୂର୍ବରୁ ଆଜି ଆୟୋଜିତ […]

ସଂପୂର୍ଣ୍ଣ ପଢନ୍ତୁ
Jaya Narayan

ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ଭୁବନେଶ୍ବର : ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ମାରିବା ଘଟଣାରେ ଆଗୁଆ ଜାମିନ ଆବେଦନ କରିଥଲେ ଜୟନାରାୟଣ। ୨୦୨୩ ମସିହା ଫେବ୍ରୁଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆନ୍ଦୋଳନ ବେଳେ ପୁଲିସ ସହ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଜୟନାରାୟଣ ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏତଲା […]

ସଂପୂର୍ଣ୍ଣ ପଢନ୍ତୁ