ନାରୀ ଶକ୍ତି ବନ୍ଦନ ପାଇଁ ଟାଉନ୍ହଲ ମିଟିଂ, ଯୋଗଦେଲେ ମୁଖ୍ୟମନ୍ତ୍ରୀ
ସଶକ୍ତ ନାରୀ, ସଶକ୍ତ ଭାରତ ଗଠନ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ, ସମୟର ଆହ୍ବାନ ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସଂସ୍କୃତି ଓ ପରମ୍ପରା ପ୍ରତି ସମ୍ମାନ ଜଣାଇ ଗତ ୧୨ ବର୍ଷ ମଧ୍ୟରେ ମହିଳାଙ୍କ ବିକାଶ ପାଇଁ ଅନେକ କଲ୍ୟାଣକାରୀ କାର୍ଯ୍ୟକ୍ରମ କରିଛନ୍ତି। କିନ୍ତୁ, ସବୁଠାରୁ ବୈପ୍ଲବିକ ନିଷ୍ପତି ହେଉଛି ୨୦୨୩ ମସିହାର ନାରୀ ଶକ୍ତି ବନ୍ଦନ ଅଧିନିୟମ। ଯାହା ସ୍ୱାଧୀନତ୍ତୋର ଭାରତରେ ମହିଳା ସଶକ୍ତିକରଣ କ୍ଷେତ୍ରରେ ସବୁଠାରୁ ବଡ ପଦକ୍ଷେପ ବୋଲି ଆଜି […]
ସଂପୂର୍ଣ୍ଣ ପଢନ୍ତୁ