୩ ମାସ କଟକ ଜିଲ୍ଲାରେ ୭ ବ୍ଲକ ଡିଇଓଙ୍କ ଦରମା ବନ୍ଦ
କଟକ, ୨୩/୧୦: କଟକ ଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରୟ ଏକ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ୭ ବ୍ଲକ ଡିଇଓଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲାପାଳ । ମନରେଗା କାମ ତ୍ବରାନ୍ବିତ ନେଇ ଜିଲ୍ଲାପାଳ ଅସନ୍ତୋଷ ପ୍ରକାଶ କରି ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଦରମା ବନ୍ଦ କରିଛନ୍ତି। ଆଠଗଡ, ବାଙ୍କୀ, ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ନରସିଂହପୁର ଓ ଟାଙ୍ଗୀ ଚୌଦ୍ୱାର ବ୍ଲକରେ ସଠିକ ଢଙ୍ଗରେ ମନରେଗା କାମ ହୋଇନି । ତେଣୁ ଏହି ସମସ୍ତ ବ୍ଲକ ବିଡ଼ିଓଙ୍କୁ ଦରମା ବନ୍ଦ […]
ସଂପୂର୍ଣ୍ଣ ପଢନ୍ତୁ