ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର
ପୁରୀ, ୨୩/୯: ମହାପ୍ରଭୁଙ୍କ ରତ୍ନଭଣ୍ଡାରକୁ ଆଜି ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାନାନ୍ତରିତ କରାଯାଇଛି। ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ମଙ୍ଗଳବାର ପୂର୍ବାହ୍ଣ ୧୦ଟା ୫୫ରେ ଆରମ୍ଭ ହୋଇଥିଲା। ଏହି ପ୍ରକ୍ରିୟା ଅପରାହ୍ଣ ୨ଟା ୫୫ରେ ଶେଷ ହୋଇଛି। ଭିତର ରତ୍ନଭଣ୍ଡାରରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାର ସ୍ଥାନାନ୍ତରିତ ହେଲା ପରେ ଏହାକୁ ସିଲ୍ କରିଦିଆଯାଇଛି। ତାପରେ ଦୁଇଟି ତାଲା ଲଗାଯାଇଛି। ଏହି ତାଲାଗୁଡ଼ିକର ଚାବି ଟ୍ରେଜେରିରେ ରଖାଯିବ। ସରକାରଙ୍କ ଏସ୍ଓପି ଅନୁଯାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର […]
ସଂପୂର୍ଣ୍ଣ ପଢନ୍ତୁ