କନ୍ୟା ସନ୍ତାନ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ ଜୁଭେନାଇଲ୍ ଜଷ୍ଟିସ୍ ପରାମର୍ଶ କର୍ମଶାଳା
କଟକ/ଭୁବନେଶ୍ୱର, ୧୩/୯: ଓଡ଼ିଶା ହାଇକୋର୍ଟର ଜୁଭେନାଇଲ୍ ଜଷ୍ଟିସ୍ କମିଟି, ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ୟୁନିସେଫ୍ର ମିଳିତ ଆନୁକୂଲ୍ୟରେ ‘କନ୍ୟା ଶିଶୁ ସୁରକ୍ଷା: ଭାରତରେ କନ୍ୟା ସନ୍ତାନଙ୍କ ପାଇଁ ଏକ ସୁରକ୍ଷିତ ଏବଂ ସକ୍ଷମ ପରିବେଶ’ ଶୀର୍ଷକ ଏକ ରାଜ୍ୟସ୍ତରୀୟ ଜୁଭେନାଇଲ୍ ଜଷ୍ଟିସ୍ ପରାମର୍ଶ କର୍ମଶାଳା ଆୟୋଜିତ ହୋଇଯାଇଛି ।ଆଜି କଟକର ଓଡ଼ିଶା ଜୁଡିସିଆଲ୍ ଏକାଡେମୀରେ ଆୟୋଜିତ ଏହି କର୍ମଶାଳାକୁ ଉଦ୍ଘାଟନ କରି ମାନ୍ୟବର ମୁଖ୍ୟ ବିଚାରପତି ଶ୍ରୀ ହରିଶ ଟଣ୍ଡନ୍ ହିଂସା, ବାଲ୍ୟବିବାହ […]
ସଂପୂର୍ଣ୍ଣ ପଢନ୍ତୁ