ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ୩ ଗିରଫ
ଜଳେଶ୍ବର ୧୨/୧୦: ପଶ୍ଚିମ ବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଦୁର୍ଗାପୁର ଥାନା ପୁଲିସ୍ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ଦୁଇ ଅଭିଯୁକ୍ତ ଫେରାର୍ ଥିବା ସୂଚନା ମିଳିଛି। ସୂଚନା ମୂତାବକ ଶୁକ୍ରବାର ଅପରାହ୍ନରେ ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜର ଜଣେ ଦ୍ୱିତୀୟ ବର୍ଷର ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ସଂପୃକ୍ତ ଛାତ୍ରୀଙ୍କ ଘର ବାଲେଶ୍ବର ଜିଲା, ଜଳେଶ୍ୱର ଅଞ୍ଚଳରେ। ସଂପୃକ୍ତ ଛାତ୍ରୀ ପଶ୍ଚିମବଙ୍ଗ, ବର୍ଦ୍ଧମାନ ଜିଲାର […]
ସଂପୂର୍ଣ୍ଣ ପଢନ୍ତୁ