ପଦ ଛାଡିଲେ ଦେବାଶିଷ

କଟକ, ୨୫/୧୧: ପୁଣି ପଦାରେ ପଡିଲା ବିଜେଡିର ବଡ ଅନ୍ତଃକନ୍ଦଳ। ଆଜି ବିଜେଡିରୁ ସିନିୟର୍‌ ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ଥଫା ପତ୍ର ପଠାଇଛନ୍ତି । ଏବଂ ବରିଷ୍ଠ ଉପସଭାପତି ପଦ ଗ୍ରହଣ କରିବାକୁ ମନା କରିଛନ୍ତି ଦେବାଶିଷ ସାମନ୍ତରାୟ। ସିନିୟର ସିଟିଜେନ୍ ସେଲ୍ ଉପସଭାପତି ପଦ ନେବାକୁ ମନା କରିଛନ୍ତି। ଏବଂ କହିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇଛନ୍ତି।ବିଜୁ […]

ସଂପୂର୍ଣ୍ଣ ପଢନ୍ତୁ

ପଞ୍ଚଭୂତରେ ଲୀନହେଲା ଶତାୟୁ ଗୌରୀ ଦେବୀଙ୍କ ପାର୍ଥିବ ଶରୀର

ମାହାଙ୍ଗା, ୨୩ /୧୧: ମାହାଙ୍ଗା ନିର୍ବାଚନ ମଣ୍ଡଳୀ କୁହୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କଲ୍ୟାଣପୁର ଗ୍ରାମର ଶତାୟୁ ମହିଳା ଗୌରୀ ଦେବୀଙ୍କ ରବିବାର ଦିନ ଦେହାନ୍ତ ହୋଇଯାଇଛି l ସେ ଜଣେ ପରୋପକାରୀ, ସ୍ନେହିଁ, ମିଷ୍ଟଭାଷୀ ତଥା ଧର୍ମପ୍ରାଣା ମହିଳା ଥିଲେ l ସ୍ବର୍ଗୀୟ ବେନୁ ବେହେରାଙ୍କ ପତ୍ନୀ ଗୌରୀ ଦେଵୀଙ୍କ ମୃତ୍ୟୁ ଖବର ମିଳିବା ମାତ୍ରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ବାସଭବନରେ ପହଂଚି ଗୌରୀ ଦେବୀଙ୍କ ଅନ୍ତିମ ଦର୍ଶନ କରି ଶବାଧାରରେ ଶ୍ରଦ୍ଧାଞ୍ଜଳି ଅର୍ପଣ […]

ସଂପୂର୍ଣ୍ଣ ପଢନ୍ତୁ

ଆସନ୍ତା ୯ରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଓସିଏ ପକ୍ଷରୁ ଜୋରଦାର ପ୍ରସ୍ତୁତି

କଟକ, ୨୩/୧୧: କଟକ ବାରବାଟୀ ଷ୍ଟାଡିୟମରେ ଡ଼ିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ୨୦-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଓସିଏ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ବାରବାଟୀ ରେ ଏହା ହେବ ଚତୁର୍ଥ ଅନ୍ତରଜାତୀୟ ୨୦-୨୦ ମ୍ୟାଚ୍ । ପୂର୍ବରୁ ଏଠାରେ ତିନୋଟି ୨୦-୨୦ ମ୍ୟାଚ୍ ଖେଳାଯାଇଛି । ଭାରତ ତିନୋଟି ଯାକ ମ୍ୟାଚ୍ ଖେଳି ଗୋଟିଏ ଜିତିଥିବାବେଳେ ଦୁଇଟି ପରାଜିତ ହୋଇଛି। ଦକ୍ଷିଣ ଆଫ୍ରିକା […]

ସଂପୂର୍ଣ୍ଣ ପଢନ୍ତୁ

ଝିଙ୍କିରିଆ ବଜାରର ପୁରାତନ ବ୍ୟବସାୟୀଙ୍କ ପରଲୋକରେ ବଜାର ବନ୍ଦ; ଦୀପଦାନ

କଟକ ସଦର,୨୨/୧୧: ୪ ୨ ମୌଜା ଅନ୍ତର୍ଗତ ଝିଙ୍କିରିଆ ଗ୍ରାମର ଧର୍ମପରାୟଣ ବ୍ୟକ୍ତି ତଥା ଝିଙ୍କିରିଆ ବଜାରର ପୁରାତନ ବ୍ୟବସାୟୀ ଶିକାରୀ ପଣ୍ଡାଙ୍କ ୭୦ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସ୍ୱାସ୍ଥ୍ୟଗତ କାରଣରୁ ଅସୁସ୍ଥତା ଥାଇ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଚିକିତ୍ସିତ ହେଉଥିଲେ ।ସେ ଶାନ୍ତ,ସରଳ, ମିଷ୍ଟଭାଷୀ ଓ ପରୋପକାରୀ ବ୍ୟକ୍ତି ଥିଲେ ।ମୃତ୍ୟୁ ଶଯ୍ୟା ନିକଟରେ ପରିବାରର ସମସ୍ତ ସଦସ୍ୟ, ଜ୍ଞାତି କୁଟୁମ୍ବ ଓ ଝିଙ୍କୀରିଆ ଗ୍ରାମ୍ୟ ଉନ୍ନୟନ କମିଟିର ସଦସ୍ୟଙ୍କ ସହ […]

ସଂପୂର୍ଣ୍ଣ ପଢନ୍ତୁ

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ତରଫରୁ ଡକ୍ଟର ହରେ କୃଷ୍ଣ ମହତାବଙ୍କ ଜନ୍ମ ଜୟନ୍ତୀ ପାଳିତ

କଟକ ସଦର, ୨୧/୧୧: ୪୨ ମୌଜା ପାଟଣା ଗ୍ରାମର ସର୍ବ ପୁରାତନ ଅଗ୍ରଣୀ ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ତରଫ ରୁ ଉପଦେଷ୍ଟା ଶାନ୍ତି କମିଟି ର ସଭାପତି ଶରତ କୁମାର ରାୟ , ସଭାପତି ସରୋଜ ନଳିନୀ ପରିଜା, କାର୍ଯ୍ୟକାରୀ ସଭାପତି ଶିକ୍ଷକ ରତ୍ନ ଅଭୟ କୁମାର ଦାସ, ମହାସଚିବ ରୁଦ୍ର ନାରାୟଣ ଦାସ, ସାଧାରଣ ସଂପାଦକ ସଂଗଠକ ନାରାୟଣ ଚନ୍ଦ୍ର ମହାନ୍ତି,ଉତ୍କଳ କେଶରୀ ଡକ୍ଟର ହରେ କୃଷ୍ଣ ମହତାବ ଙ୍କ ୧୨୭ […]

ସଂପୂର୍ଣ୍ଣ ପଢନ୍ତୁ

କନ୍ଦରପୁର ପୁରାତନ ବ୍ୟବସାୟୀ ଙ୍କ ପରଲୋକରେ ବଜାର ବନ୍ଦ

କଟକ,୨୦/୧୧: କଟକ ସଦର ବ୍ଲକ୍ ଅନ୍ତର୍ଗତ କୋରପଦା ଗ୍ରାମର ଧର୍ମ ପରାୟଣ ବ୍ୟକ୍ତି ତଥା କନ୍ଦରପୁର ବଜାର ର ପୁରାତନ ମିଷ୍ଟାନ୍ନ ବ୍ୟବସାୟୀ ଦରିଦ୍ରନାଥ ସାହୁ ଙ୍କ (୭୦) ବୟସ ରେ ଙ୍କ ପରଲୋକ ହୋଯାଇଛି। ସେ ବହୁ ଦିନ ଧରି ଅସୁସ୍ଥ ଥିଲେ। ମୃତ୍ୟ ସଜ୍ୟା ନିକଟରେ ଜ୍ଞାତି କୁଟୁମ୍ବ, ପରିବାର ବର୍ଗ, ବଜାର କମିଟ, ଗ୍ରାମ୍ୟ କମିଟି ଓ ଗ୍ରାମବାସୀ ମାନେ ଉପସ୍ଥିତ ରହିଥିଲେ। ତାଙ୍କ ମର ଶରୀରକୁ ଗ୍ରାମ ସହୀତ ବଜାର ପରିକ୍ରମା […]

ସଂପୂର୍ଣ୍ଣ ପଢନ୍ତୁ

ଏସସିବିରେ ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

କଟକ, ୧୮/୧୧: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଆଇସିୟୁରେ ଥିବା ସମୟରେ ଜଣେ ଯୁବକ […]

ସଂପୂର୍ଣ୍ଣ ପଢନ୍ତୁ

ନକଲି ଘିଅ କାରଖାନାରେ ଚଢ଼ାଉ

କଟକ, ୧୮/୧୧: ଫୁଲନଖରା ଅଞ୍ଚଳରେ ଏକ ନକଲି ଘିଅ କାରଖାନାରେ ଚଢ଼ାଉ ହୋଇଛି। ଉକ୍ତ କାରଖାନାରେ ନକଲି ଦୀପ ଘିଅ ଏବଂ ଖାଇବା ଘିଅ ପ୍ରସ୍ତୁତ ହେଉଥିବା ସୂଚନା ମିଳିବା ପରେ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ଅପମିଶ୍ରଣ ପାଇଁ ରଖାଯାଇଥିବା ବିଭିନ୍ନ ସାମଗ୍ରୀ, ଲେବୁଲ ଓ ଅନ୍ୟାନ୍ୟ ଜିନିଷକୁ ଯାଞ୍ଚ କରାଯାଇଥିଲା। ଏଠାରୁ ରାଜ୍ୟର କେଉଁ ଅଞ୍ଚଳକୁ ନକଲି ଘିଅ ପଠାଯାଉଥିଲା ସେ ନେଇ ଅଧିକାରୀମାନେ ଯାଞ୍ଚ କରୁଛନ୍ତି। ସିଏମସିର ଖାଦ୍ୟ […]

ସଂପୂର୍ଣ୍ଣ ପଢନ୍ତୁ

ଡିସେମ୍ବର ୧ରୁ ଘରୋଇ ବସ ଧର୍ମଘଟ ଚେତାବନୀ

କଟକ, ୧୭/୧୧ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ ଏମଭି କ୍ଷମତା ନ ଦେବାକୁ ବସ୍ ମାଲିକ ସଂଘ ଦାବି କରିଛି । ଏ ନେଇ ବସ୍‌ ମାଲିକ […]

ସଂପୂର୍ଣ୍ଣ ପଢନ୍ତୁ

ବାରବାଟୀ ମ୍ୟାଚ ପାଇଁ ଡିସେମ୍ବର ୫ରେ ଟିକେଟ ବିକ୍ରି

କଟକ, ୧୭/୧୧: ବାରବାଟୀ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ଟିକେଟ ବିକ୍ରି। ଏ ନେଇ ସୋମବାର ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ ବିକ୍ରି ହେବ। ତେବେ ଡିସେମ୍ବର ୧ ତାରିଖରେ ଅନଲାଇନ​‌ରେ ଟିକେଟ ମିଳିବ। ଡିସେମ୍ବର ୩ ଏବଂ ୪ ତାରିଖରେ ଓସିଏ ଅନୁବନ୍ଧିତ ସଂସ୍ଥାକୁ ଟିକେଟ ଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି।ସୂଚନାଯୋଗ୍ୟ, ଆସନ୍ତା ଡିସେମ୍ବର ୯ ତାରିଖରେ […]

ସଂପୂର୍ଣ୍ଣ ପଢନ୍ତୁ