ବାଙ୍କୀ ମହୋତ୍ସବ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ବାଙ୍କୀ, ୮/୧୦: ବାଙ୍କୀ କଚେରି ପଡ଼ିଆଠାରେ ଆୟୋଜିତ ବାଙ୍କୀ ମହୋତ୍ସବ-୨୦୨୫କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିଛନ୍ତି। ବାଙ୍କୀର ଐତିହ୍ୟ ଓ ଇତିହାସ ସଂପର୍କରେ ଅବତାରଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାଧୀନତା ଆନ୍ଦୋଳନଠାରୁ ସମବାୟ ଆନ୍ଦୋଳନ ଯାଏଁ ବାଙ୍କୀର ଅବଦାନ ଓଡ଼ିଶାରେ ଅନନ୍ୟ ଉଦାହରଣ ସୃଷ୍ଟି କରିଛି । ଏ ମାଟିର ଅନେକ ସୁଯୋଗ୍ୟ ସନ୍ତାନମାନେ ସମାଜ ସଂସ୍କାର, କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିଛନ୍ତି। ଗୌରବାଜ୍ୱଳ ଅତୀତ […]
ସଂପୂର୍ଣ୍ଣ ପଢନ୍ତୁ