କଟକରେ ଗୁଳିକାଣ୍ଡ: ଯୁବକଙ୍କ ମୃତ୍ୟୁରେ ସହରରେ ଚାଞ୍ଚଲ୍ୟ
କଟକ : ରାଜ୍ୟର ବାଣିଜ୍ୟ ନଗରୀ କଟକରେ ଏକ ଭୟାବହ ଗୁଳିକାଣ୍ଡ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ଜଣାପଡ଼ିଛି। ଘଟଣାଟି ସହରର ନୂଆପଡ଼ା ପ୍ରେସ କଲୋନୀ ଅଞ୍ଚଳରେ ଘଟିଥିବା ଜଣାଯାଇଛି। ଏହି ଘଟଣା ଗୋଟିଏ ମୁହୂର୍ତ୍ତ ମଧ୍ୟରେ ସମଗ୍ର ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଗୁଳିମାଡ଼ରେ ପ୍ରାଣ ହରାଇଥିବା ଯୁବକଙ୍କ ନାଁ ସୌମ୍ୟ ରଞ୍ଜନ ଜେନା, ଓରଫ ରିଙ୍କୁ । ଘଟଣା ସ୍ଥଳରୁ ଗୁରୁତର ଅବସ୍ଥାରେ ରିଙ୍କୁଙ୍କୁ ତୁରନ୍ତ ଶ୍ରୀରାମ ଚନ୍ଦ୍ର […]
ସଂପୂର୍ଣ୍ଣ ପଢନ୍ତୁ