ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
ଭୁବନେଶ୍ଵର, ୧୭/୧୨: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରାଯାଇଛି। ତେବେ ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ଆଦର୍ଶ ବେହେରା ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି । ସେ କହିଛନ୍ତି ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ ଆର୍ଏସ୍ଏଫ୍ ର ୧୫ରୁ ୨୦ ଜଣ […]
ସଂପୂର୍ଣ୍ଣ ପଢନ୍ତୁ