ମୂଳିସିଂହ ସେଣ୍ଟ ଜାଭିୟର୍ସ ସ୍କୁଲରେ ଗୁରୁଦିବସ ପାଳନ

ଝଙ୍କଡ଼, ୬/୯: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମୂଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ରେ ଗୁରୁଦିବସ ପାଳିତ ହୋଇଯାଇଛି। ଛାତ୍ର ଛାତ୍ରୀ ମାନେ ଫୁଲ ଚନ୍ଦନ ଓ ଅକ୍ଷତ ଦେଇ ଗୁରୁଜୀ ଗୁରୂମl ଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟାପକ ହିମାଂଶୁ ଆଚାର୍ଯ୍ୟ , ଅନୁଷ୍ଠାନର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା, ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାରଣା, ଶିକ୍ଷୟତ୍ରୀ ମୋନାଲିସା ଭଟ୍ଟ ଓ ଶିକ୍ଷକ ଅଶୋକ କୁମାର ବେହେରା ପ୍ରମୁଖ […]

ସଂପୂର୍ଣ୍ଣ ପଢନ୍ତୁ

ସାରଳାଙ୍କ ନିତ୍ୟସେବକ ସରୋଜ ରାଉଳଙ୍କ ତୃତୀୟ ବାର୍ଷିକ ଶ୍ରାଦ୍ଧୋତ୍ସବ

ଝଙ୍କଡ଼, ୪/୯: ବାଣୀ କ୍ଷେତ୍ର ଝଙ୍କଡ଼ ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ ଙ୍କ ନିତ୍ୟସେବକ ଭାବେ ଜଣାଶୁଣା ସ୍ବର୍ଗତ ସରୋଜ କୁମାର ରାଉଳ ଙ୍କ ତୃତୀୟ ବାର୍ଷିକ ଶ୍ରାଦ୍ଧୋତ୍ସବ ଗତ ଗୁରୁବାର ଦିନ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ମହାମନ୍ତ୍ର ନାମଯଜ୍ଞ, ସାଧୁ ସନ୍ଥ ମହାତ୍ମା ପୂଜନ ଓ ସ୍ମୁତିଶ୍ରଦ୍ଧାଞ୍ଜଳୀ ଅର୍ପଣ ଆଦି କାର୍ଯ୍ୟକ୍ରମ ବିକାଶ ରାଉଳ ଓ ଆଶୁତୋଷ ରାଉଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ

ମା ସାରଳା ଙ୍କ ନିତ୍ୟସେବକ ବାବାଜୀ ରାଉଳ ଓ କଲ୍ୟାଣୀଙ୍କ ଶ୍ରାଦ୍ଧୋତ୍ସବରେ ଯୋଗ ଦେଲେ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ

ଝଙ୍କଡ଼, ୩/୯: ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ପୀଠ କନକପୁର ଗ୍ରାମର ସ୍ବର୍ଗତ ବାବାଜୀ ଚରଣ ରାଉଳ ଓ ତାଙ୍କର ଧର୍ମପତ୍ନୀ କଲ୍ୟାଣୀ ଙ୍କର ଶ୍ରାଦ୍ଧୋତ୍ସବ ଉପଲକ୍ଷେ ଶ୍ରୀ ଜଗନ୍ନାଥ ସଂସ୍କୃତି ର ରାଷ୍ଟ୍ରୀୟ ପ୍ରଚାରକ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ ଗତ ବୁଧବାର ଦିନ ଅପରାହ୍ନରେ, ଏଠାରେ ପହଞ୍ଚିବା ପରେ ତାଙ୍କୁ ନାମ ସଂକୀର୍ତ୍ତନ ଶୋଭାଯାତ୍ରା ରେ ପାଛୋଟି ନିଆଯାଇଥିଲା। ସ୍ବର୍ଗତ ବାବାଜୀ ଓ କଲ୍ୟାଣୀ ଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳୀ ଅର୍ପଣ କରିବା ପରେ ସେ କହିଲେ […]

ସଂପୂର୍ଣ୍ଣ ପଢନ୍ତୁ

ଝଙ୍କଡ଼ ସାରଳା ଙ୍କ ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

ଝଙ୍କଡ଼, ୩/୯:  ପ୍ରସିଦ୍ଧ ତଥା ପ୍ରାଚୀନ ଶକ୍ତିପୀଠ ବାଣୀ କ୍ଷେତ୍ର ଝଙ୍କଡ଼ ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ ଙ୍କ ସାର୍ବଜନୀନ ଶାରଦୀୟ ପାର୍ବଣ ପୂଜା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ, ମନ୍ଦିରର ବେଢ଼ାରେ ଥିବା ସଭାଗୃହ ରେ ଗତ ବୁଧବାର ଦିନ ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଜଗତସିଂହପୁର ଜିଲ୍ଲାର ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତିର୍ତ୍ତୋଲ ତହସିଲଦାର ତଥା ମନ୍ଦିର ପ୍ରଶାସନର ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ମହେଶ୍ବର […]

ସଂପୂର୍ଣ୍ଣ ପଢନ୍ତୁ

ମୂଳିସିଂହ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲରେ, ଆସ ଭେଟିବା ଆମ ପିଲାଙ୍କୁ କାର୍ଯକ୍ରମ

ଝଙ୍କଡ଼, ୩/୯:  ଜଗତସିଂହପୁର ସାରସ୍ୱତ ପରିଷଦ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ଆସ ଭେଟିବା ଆମ ପିଲାଙ୍କୁ , ଗତ ବୁଧବାର ଦିନ ମୂଳିସିଂହ, ସହରହାଟ ସ୍ଥିତ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭା ପରିଷଦ ର ସଭାପତି ଅଧ୍ୟାପକ ତଥା ସ୍ତମ୍ଭକାର ହିମାଂଶୁ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ , ନିମନ୍ତ୍ରିତ ଅତିଥି ଭାବେ ଅନୁଷ୍ଠାନର ନିର୍ଦ୍ଦେଶକ ବିକ୍ରମ କୁମାର ଜେନା, ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟ ସରକାରଙ୍କ ମହାପୁରୁଷ ପ୍ରତିମୂର୍ତ୍ତି ତାଲିକାରୁ ସାରଳା ଦାସ ବାଦପଡ଼ିଲେ କାହିଁକି ?

ଜଗତସିଂହପୁର, ୨/୯: ଓଡିଆ ଅସ୍ମିତା ର କଥାକହି ଆମ ରାଜ୍ୟ ଓଡ଼ିଶାରେ, ଯେଉଁ ବିଜେପି ଦଳ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରିବା ସହିତ ସରକାର ଗଠନ କରିବା ପାଇଁ ସମର୍ଥ ହୋଇଥିଲେ, ଆଜି ଶାସନଗାଦି କୁ ଆସିବାପରେ , ସେହି ବିଜେପି ସରକାର ଙ୍କ ପକ୍ଷରୁ ଯେଉଁ ୨୦ ଜଣ ବରପୁତ୍ର ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ଘୋଷଣା କରାଯାଇଛି, ସେମାନଙ୍କ ମଧ୍ୟରେ, ଓଡିଆ ଅସ୍ମିତା ର ସର୍ବଶ୍ରେଷ୍ଠ ପ୍ରତୀକ, ଓଡିଆ ଭାଷା ସାହିତ୍ୟ […]

ସଂପୂର୍ଣ୍ଣ ପଢନ୍ତୁ