ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସଅଁରା ହାଇସ୍କୁଲର ୫୧ତମ କ୍ରୀଡାଉତ୍ସବ ଉଦଯାପିତ
ଝଙ୍କଡ଼, ୧୬/୦୧ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ସଅଁରା ଉଚ୍ଚ ବିଦ୍ୟାଳୟର ୫୧ତମ ବାର୍ଷିକ କ୍ରୀଡାଉତ୍ସବ ୨୦୨୬ ଗତ ଶୁକ୍ରବାର ଦିନ ଅତ୍ୟନ୍ତ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମହାମାୟା ବିଶ୍ୱାଳଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ଅତିଥି ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ଥାନୀୟ ସରପଞ୍ଚ ବିକ୍ରମ କିଶୋର […]
ସଂପୂର୍ଣ୍ଣ ପଢନ୍ତୁ