ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ
ଟିଟିଲାଗଡ଼,୭/୧: ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଚାଷୀଙ୍କଠାରୁ ନାୟକ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମଙ୍ଗଳବାର ଗିରଫ କରିଛି। ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଦିଗକୁ ନେଇ ଭିଜିଲାନ୍ସ ପକ୍ଷରୁ ନାୟକଙ୍କ ଦୁଇ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ବଲାଙ୍ଗୀର ଟାଉନସ୍ଥିତ ବାସଭବନ ଓ ଅଫିସ ଚାମ୍ବରରେ ଭିଜିଲାନ୍ସ ଅଧିକାରୀମାନେ ଅଧିକ ଯାଞ୍ଚ କରିଥିଲେ। ଏହି […]
ସଂପୂର୍ଣ୍ଣ ପଢନ୍ତୁ