Di

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ତଦନ୍ତ ରିପୋର୍ଟରେ ଦିଘାଠାରେ ଶ୍ରୀଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା […]

ସଂପୂର୍ଣ୍ଣ ପଢନ୍ତୁ
Bishnu

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି

କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍‌ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭ ତାରିଖକୁ ଘୁଞ୍ଚିଲା ଶୁଣାଣି। କଠୋର ପଦକ୍ଷେପ ନନେବା ଲାଗି ରହିଛି ଅନ୍ତରୀଣ ନିର୍ଦ୍ଦେଶ। ଗିରଫଦାରୀ ଏଡ଼ାଇବାକୁ ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ। ସୂଚନାଯୋଗ୍ୟ ଯେ, ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ […]

ସଂପୂର୍ଣ୍ଣ ପଢନ୍ତୁ
Naveen

ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି ।   ୧୦ ଜଣିଆ କମିଟି ଗଠନ କରାଯାଇଛି ।  ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ ।  ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଣି, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସଂତୃପ୍ତ ମିଶ୍ର ।

ସଂପୂର୍ଣ୍ଣ ପଢନ୍ତୁ
Gajapati

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା

ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି। ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର। ଅନ୍ୟ କୌଣସି ସ୍ଥାନକୁ ଧାମ ନାଁ ଦିଆଯାଇପାରିବନି। ଜଗନ୍ନାଥଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର ନାଁ ଦିଆଯାଇପାରିବନି। […]

ସଂପୂର୍ଣ୍ଣ ପଢନ୍ତୁ
Sankha Bhawan

ବିଜେଡିର ନୂଆ ସଂଗଠନ ଗଠନ, ୧୫ ଉପସଭାପତି, ୨୦ ବରିଷ୍ଠ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ

ଭୁବନେଶ୍ଵର: ପ୍ରଥମ ଥର ନିର୍ବାଚନ ହାରି ବିରୋଧୀ ଦଳ ଆସନରେ ବସିଥିବା ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ ସଂଗଠନ ସାଂପାଦକ […]

ସଂପୂର୍ଣ୍ଣ ପଢନ୍ତୁ
Pruth

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ବଳକା ଦାରୁରେ ଅଢ଼େଇ ଫୁଟ ମୂର୍ତ୍ତି ନିର୍ମାଣ ଅସମ୍ଭବ। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ […]

ସଂପୂର୍ଣ୍ଣ ପଢନ୍ତୁ
Law Minister 748x430

ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ। ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ କରୁଛୁ। ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବେ ରାଜ୍ୟ ସରକାର। ନ ମାନିଲେ ଆମେ ଆଇନର ଆଶ୍ରୟ ନେବୁ ବୋଲି କହିଛନ୍ତି ପୃଥ୍ବୀରାଜ। […]

ସଂପୂର୍ଣ୍ଣ ପଢନ୍ତୁ
Spuj

ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ

ଭୁବନେଶ୍ୱର : ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ। ଏହା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଜନ ଗଣନା ସରିବା ଯାଏ ଏ ପ୍ରକ୍ରିୟାରେ ଲାଗିବ ରୋକ । ଜୁଲାଇରେ ହେବ ଜନଗଣନା। ଏହା ପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ ଆସିଥିବା ଆବେଦନ ଗୁଡିକୁ ମଞ୍ଜୁର କରିବାକୁ ଚେଷ୍ଟା କରାଯିବ। ହଜାରେ ଆବେଦନରୁ ୩ଶହ ରାଜସ୍ୱ ଗାଁ ହୋଇ ସାରିଲାଣି। ମୋଡାଲିଟି […]

ସଂପୂର୍ଣ୍ଣ ପଢନ୍ତୁ
Sankabhaban

୬ ଜିଲ୍ଲା ପାଇଁ ବିଜେଡିର ନୂଆ ସଭାପତି ଘୋଷଣା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସୋମବାର ଦିନ ଛଅଟି ସାଂଗଠନିକ ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାମ ଘୋଷଣା କରିଛି। ଦଳର ଷ୍ଟେଟ ରିଟର୍ଣ୍ଣିଂ ଅଫିସର ପ୍ରତାପ କେଶରୀ ଦେବ ଏହି ଘୋଷଣା କରିଛନ୍ତି। ପ୍ରକାଶିତ ତାଲିକା ଅନୁଯାୟୀ, ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ରୋହିତ ପୂଜାରୀ ଯଥାକ୍ରମେ ଭୁବନେଶ୍ୱର ଏବଂ ସମ୍ବଲପୁରର ସାଂଗଠନିକ ଜିଲ୍ଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ସରୋଜ କୁମାର ମେହେରଙ୍କୁ ବଲାଙ୍ଗୀରର ସାଂଗଠନିକ ଜିଲ୍ଲା ସଭାପତି […]

ସଂପୂର୍ଣ୍ଣ ପଢନ୍ତୁ
Ratha Work 1

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି ତୁମ୍ବ କାଟି ବିଶ୍ୱକର୍ମାଙ୍କୁ ଯୋଗାଇଛନ୍ତି । ବିଶ୍ୱକର୍ମାଙ୍କ ଦ୍ୱାରା ୨୮ଟି ତୁମ୍ବ ଗୋଲେଇ ଶେଷ ହୋଇଛି । ବର୍ତ୍ତମାନ ସୁଦ୍ଧା ତାଳଧ୍ଵଜ […]

ସଂପୂର୍ଣ୍ଣ ପଢନ୍ତୁ