ଫେବୃୟାରୀ ୨ ରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମାନ୍ୟବର ରାଷ୍ଟ୍ରପତି
ଯାଜପୁର, ବାଲେଶ୍ୱର, ପୁରୀ ଏବଂ ମୟୂରଭଂଜ ଏବଂ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେବ୍ୟାପକ ପ୍ରସ୍ତୁତି ସହ କଡ଼ା ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନାରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଓ ପରାମର୍ଶ ଭୁବନେଶ୍ୱର : ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଫେବୃୟାରୀ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର […]
ସଂପୂର୍ଣ୍ଣ ପଢନ୍ତୁ