୯୫% ଅଭିଯୋଗର ସମାଧାନ କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୂବନେଶ୍ଵର, ୫/୧: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଅଭିଯୋଗର ୯୫% ସମାଧାନ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଆଜି ମୁଖ୍ୟମନ୍ତ୍ରୀଙ୍କ ଷୋଡଶ ଅଭିଯୋଗ ଶୁଣାଣି ଥିଲା । ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ୭ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଅଭିଯୋଗ ଶୁଣାଣିରେ ଭାଗ ନେଇଥିଲେ । ମିଳିଥିବା ତଥ୍ୟ ଅନୁସାରେ ପଞ୍ଚଦଶ ଅଭିଯୋଗ ଶୁଣାଣି ସୁଦ୍ଧା ୫୬ହଜାରରୁ ଉର୍ଦ୍ଧ ଲୋକ ଏପର୍ଯ୍ୟନ୍ତ ଅଭିଯୋଗ […]
ସଂପୂର୍ଣ୍ଣ ପଢନ୍ତୁ