ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ କୌଶଳ ବିକାଶ କେନ୍ଦ୍ର ଲୋକାର୍ପିତ
ରାଇରଙ୍ଗପୁର: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ କୌଶଳ ବିକାଶ କେନ୍ଦ୍ରର ଆଭାସି ମାଧ୍ୟମରେ ଉଦଘାଟନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ସଭାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୌଶଳ ବିକାଶ ଓ ଉଦ୍ୟମିତା ଏବଂ ଶିକ୍ଷା ବିଭାଗର ରାଷ୍ଟ୍ରମନ୍ତ୍ରୀ (ସ୍ବତନ୍ତ୍ର ଦାୟିତ୍ବ) ଜୟନ୍ତ ଚୌଧୁରୀ ଏବଂ ଇଗ୍ନୋର କୁଳପତି ପ୍ରଫେସର ଉମା କଞ୍ଜିଲାଲ ପ୍ରମୁଖ ମଞ୍ଚାସୀନ ଥିଲେ।ରାଇରଙ୍ଗପୁରରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ […]
ସଂପୂର୍ଣ୍ଣ ପଢନ୍ତୁ