ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ
ବଲାଙ୍ଗୀର,୧୫/୧୨: ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର ଛାତ୍ରୀଛାତ୍ରମାନଙ୍କ ଚାଲିଥିବା ଆନ୍ଦୋଳନ ସ୍ଥଗିତ କରାଯାଇଛି। ଦାବିଗୁଡ଼ିକୁ ଯଥାର୍ଥ ଓ ନ୍ୟାୟ ଦାବି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିବା ସହ ଖୁବ୍ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଡାକ୍ତରୀ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ସ୍ଥଗିତ ରଖିଥିଲେ । ଆଠ ଦଫା ଦାବି ନେଇ ଗତ ଶୁକ୍ରବାର ସନ୍ଧ୍ୟାରେ ସମ୍ବଲପୁର ବିଧାୟକ […]
ସଂପୂର୍ଣ୍ଣ ପଢନ୍ତୁ