ବାରବାଟୀ T20 ମ୍ୟାଚର ପ୍ରଥମ ଟିକେଟ୍ ମହାପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କଲା OCA

ପୁରୀ, ୧/୧୨: ଆଗାମୀ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ରବିବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ କରାଯାଇଛି। OCA ସମ୍ପାଦକ ସଞ୍ଜୟ ବେହେରା ରବିବାର ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ଭକ୍ତି ଓ ସମ୍ମାନର ସହ ମ୍ୟାଚର ପ୍ରଥମ ଟିକେଟ୍ ଭେଟି ଦେଇଛନ୍ତି।ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା […]

ସଂପୂର୍ଣ୍ଣ ପଢନ୍ତୁ

କିଟ୍‌’ରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା, ହଷ୍ଟେଲରୁ ମିଳିଲା ଝୁଲନ୍ତା ମୃତଦେହ

ଭୁୁବନେଶ୍ବର, ୧/୧୨: କିଟ୍‌ରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ହଷ୍ଟେଲରୁ ମିଳିଲା ଝୁଲନ୍ତା ମୃତଦେହ । ଖବର ପାଇ ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ମୃତ ଛାତ୍ରଙ୍କ ନାମ ରାହୁଲ ଯାଦବ ବୋଲି ଜଣାଯାଇଛି। ତାଙ୍କ ଘର ଛତିଶଗଡ଼ରେ ଏବଂ ସେ କଂପ୍ୟୁଟର୍ ସାଇନ୍ସ ପ୍ରଥମ ବର୍ଷର ଛାତ୍ର ଥିଲେ ବୋଲି ଜଣାଯାଇଛି। ଗତକାଲି ରାତିରେ ଫ୍ୟାନରେ ଝୁଲି ପଡ଼ି ଜୀବନ ହାରିଥିବା କୁହାଯାଉଛି। ରାହୁଲ ଏକ ସିଙ୍ଗଲ ରୁମ୍‌ରେ […]

ସଂପୂର୍ଣ୍ଣ ପଢନ୍ତୁ

ଆଜି ଠାରୁ କୋଣାର୍କ ଉତ୍ସବ

କୋଣାର୍କ, ୧/୧୨: ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ଵାରା ଆୟୋଜିତ ହେବାକୁ ଥିବା ୩୬ତମ କୋଣାର୍କ ଉତ୍ସବ, ୧୫ତମ ଅର୍ନ୍ତାତୀୟ ବାଲୁକା କଳା ଉତ୍ସବ ଓ ସୁଭଦ୍ରା ଶକ୍ତି ମେଳାକୁ ସୋମବାର ଉଦ୍‌ଘାଟନ ହେବ। ପୂର୍ବ ସ୍ଥିରୀକୃତ ନିର୍ଘଣ୍ଟ ସମୟ ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ। ଏନେଇ କୋଣାର୍କ ଉତ୍ସବ, ବାଲୁକା କଳା ଉତ୍ସବ ଓ ସୁଭଦ୍ରା ଶକ୍ତି ମେଳାର ସମସ୍ତ ଶେଷ ପ୍ରସ୍ତୁତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଜିଲ୍ଲାପାଳ ଦିବ୍ୟଜ୍ୟୋତି […]

ସଂପୂର୍ଣ୍ଣ ପଢନ୍ତୁ

ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ: ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ନାରାବାଜି

ନୂଆଦିଲ୍ଲୀ, ୧/୧୨: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉର୍ଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହା ପରେ ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱ ବିଜୟୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଲେ ବାଚସ୍ପତି । ଏଥିରେ ସହମତି ଜଣାଇଥିଲେ ଉପସ୍ଥିତ ସମସ୍ତ ସଦସ୍ୟ । ଏହାପରେ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟରୁ ତଡିପାର ହେଲେଣି ୪୯ବାଂଲାଦେଶୀ

ଭୁବନେଶ୍ୱର, ୧/୧୨: ରାଜ୍ୟରୁ ଏଯାବତ ତଡିପାର ହୋଇଛନ୍ତି ୪୯ଜଣ ବାଂଲାଦେଶୀ । ଏନେଇ ବିଧାନସଭାରେ ଆଜି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ନୂଆ ସରକାର ଆସିବା ପରେ ୫୧ଜଣ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ଜଣଙ୍କୁ ବାଂଲାଦେଶ ପଠାଯାଇଛି । ଖୋର୍ଦ୍ଧାରୁ ୨୪ଜଣ, କଟକରୁ ୧୫ଜଣ, ଗଞ୍ଜାମରୁ ୬ଜଣ, କନ୍ଧମାଳରୁ ୩ଜଣ, କୋରାପୁଟରୁ ଜଣେ ଲେଖାଏଁ ତଡା ହୋଇଛନ୍ତି । ଆଉ ଦୁଇ ବାଂଲାଦେଶୀ ଜାଲ୍‌ ପାସ୍‌ପୋର୍ଟ […]

ସଂପୂର୍ଣ୍ଣ ପଢନ୍ତୁ

ଭିଜିଲାନ୍ସ ଜାଲରେ ୨୭୦କର୍ମଚାରୀ

ଭୁବନେଶ୍ୱର, ୧/୧୨: ରାଜ୍ୟରେ ଆଇଏଏସ, ଆଇପିଏସ୍‌, ଆଇଏଫଏସ ପଦବୀ ଖାଲି ନେଇ ବିଧାନସଭାରେ ଆଜି ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୪୬ଆଇଏଏସ, ୬୭ଆଇପିଏସ୍‌, ୭୦ଆଇଏଫଏସ୍‌ ପଦବୀ ଖାଲି ପଡିଛି । ଏହାସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୭୦ଜଣ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତବର୍ଷ ଜୁନ୍‌ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ଯାଏଁ ୨୭୦ଜଣ କର୍ମଚାରୀ ଗିରଫ ହୋଇଥିବା ଗୃହରେ ଲିଖିତ […]

ସଂପୂର୍ଣ୍ଣ ପଢନ୍ତୁ

ବିଶ୍ୱ ବିଜେତା ୪ ଓଡ଼ିଆ କ୍ରିକେଟରଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର, ୧/୧୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ବିଶ୍ୱ ବିଜେତା ଦୃଷ୍ଟିବାଧିକ ଓଡ଼ିଆ କ୍ରି୍ରକେଟର । ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରରେ ରହିଥିଲେ ୪ଜଣ ଓଡ଼ିଆ ଖେଳାଳି । ଫୁଲ ସୋରେନ୍‌, ବାସନ୍ତୀ ହାଁସଦାଳ ଯମୁନାରାଣୀ ଟୁଡୁ, ପାର୍ବତୀ ମାରାଣ୍ଡି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେମି ଫାଇନାଲ ଓ ଫାଇନାଲରେ ଭରତକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏହି ୪ଜଣ ଖେଳାଳି । ଗତ […]

ସଂପୂର୍ଣ୍ଣ ପଢନ୍ତୁ

୪୨ ହଜାର ଦର୍ଶକ ଦେଖିବେ ବାରବାଟୀ ମ୍ୟାଚ

କଟକ, ୩୦/୧୧: ବାରବାଟୀ ଷ୍ଟାଡ଼ିୟମରେ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଖେଳାଯିବ। ଏ ନେଇ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ମ୍ୟାଚର ସଫଳ ଆୟୋଜନ ନେଇ ଓସିଏ, ରାଜ୍ୟ ସରକାର ଓ କମିଶନରେଟ ପୁଲିସ ପକ୍ଷରୁ ବ୍ୟାକପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରୁଟିଶୂନ୍ୟ ମ୍ୟାଚ ଆୟୋଜନ ନେଇ ଆମେ ପ୍ରସ୍ତୁତ ବୋଲି ଓସିଏ ସମ୍ପାଦକ ସଞ୍ଜୟ ବେହେରା […]

ସଂପୂର୍ଣ୍ଣ ପଢନ୍ତୁ

ସ୍ମିତା ପଟ୍ଟନାୟକ ଙ୍କ ଏକାଦଶାହ ରେ ଶ୍ରଦ୍ଧାଞ୍ଜଳି

ଝଙ୍କଡ଼, ୩୦/୧୧: ଝଙ୍କଡ଼ ସାରଳା ପୀଠ, କନକ ପୁର ପଞ୍ଚାୟତ ଅଧୀନ ବଡ଼ସାରୋଳ ଗ୍ରାମର ତିର୍ତ୍ତୋଲ ବ୍ଲକ ର ପୂର୍ବତନ ଅଧ୍ୟକ୍ଷ, ଆଦିକବି ସାରଳାଦାସ କଲେଜର ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ପ୍ରତାପ ଚନ୍ଦ୍ର ମହାନ୍ତି ଙ୍କ ଘନିଷ୍ଠ ସହଯୋଗୀ ସ୍ବର୍ଗତ ଡଃ ହରିଚରଣ ଦାସ ଙ୍କ ପୁତ୍ରବଧୂ ଓ ଅଭୟ ପଟ୍ଟନାୟକ ଙ୍କ କନ୍ୟା ସ୍ମିତା ପଟ୍ଟନାୟକ ଙ୍କ ଏକାଦଶାହ ଉପଲକ୍ଷେ ଏକ ସ୍ମୃତି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଗତ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି […]

ସଂପୂର୍ଣ୍ଣ ପଢନ୍ତୁ

ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ନିମାପଡ଼ା ଏନଏସି ଅମିନ

ନିମାପଡ଼ା, ୩୦/୧୧: କୋଠା ନିର୍ମାଣ ଅନୁମୋଦନ ପାଇଁ ଫାଇଲ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ନିକଟକୁ ପଠାଇବା ଲାଗି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପୁରୀ ଜିଲା ନିମାପଡ଼ା ଏନଏସିର ଅମିନ ବିଜୟ କୁମାର ଗ୍ରହାଚାର୍ଯ୍ୟ। ସେ ଜଣେ ଆବେଦନକାରୀଙ୍କଠାରୁ ୧୭ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ଶନିବାର ତାଙ୍କୁ ଧରିଛନ୍ତି।ଫାଇଲ ଟ୍ରାନ୍ସଫର କରିବା ଲାଗି ବିଜୟ ଆବେଦନକାରୀଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ ଦୁଇଟି କିସ୍ତିରେ ୧୩ […]

ସଂପୂର୍ଣ୍ଣ ପଢନ୍ତୁ