ଅତିରିକ୍ତ ବଜେଟ, ଓଡ଼ିଶାବାସୀଙ୍କ ଆଶା ଧୂଳିସାତ-ନବୀନ
ଭୁବନେଶ୍ୱର, ୨୯/୧୧: ବିଧାନସଭାରେ ଗତକାଲି ଉପସ୍ଥାପିତ ହୋଇଥିବା ଅତିରିକ୍ତ ବଜେଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ବିଜେପି ସରକାର ବିଧାନସଭାରେ ଆଗତ କରିଥିବା ଅତିରିକ୍ତ ବଜେଟ ଓଡ଼ିଶାବାସୀଙ୍କ ଅନେକ ଆଶାକୁ ଧୂଳିସାତ କରୁଛି । ନୂତନ ବିଜେପି ସରକାରର ପ୍ରଥମ ପୂର୍ଣ୍ଣ ବର୍ଷରୁ ଆଶା କରାଯାଉଥିବା କୌଣସି ବଡ ଭିତ୍ତିଭୂମି ଯୋଜନା କିମ୍ବା ନୂତନ ଦୂରଦୃଷ୍ଟି ଏଥିରେ ଦେଖିବାକୁ ମିଳିନାହିଁ । ଏହା ଆମକୁ ରାଜକୋଷୀୟ ନିଅଣ୍ଟ […]
ସଂପୂର୍ଣ୍ଣ ପଢନ୍ତୁ