ଜନଜାତୀୟ ଗୌରବ ଦିବସ ଅବସର ରେ ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫/୧୧: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର […]
ସଂପୂର୍ଣ୍ଣ ପଢନ୍ତୁ