ବାଲିଯାତ୍ରା: ରାତି ୧୧ଟା ଯାଏ ହେବ ସାଂସ୍କୃତିକ କାର୍ଯ୍ୟକ୍ର

କଟକ, ୧/୧୧: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ଅନୁମତି ଦିଆଯାଉଥିଲା। ହେଲେ ଗତବର୍ଷ ଏହାକୁ ନେଇ କିଛି ବିବାଦ ଉପୁଜିଥିଲା। ଏପରି କି ପୁଲିସ ରାତି ୧୦ଟା ପରେ କଳାକାରଙ୍କୁ ମଞ୍ଚରୁ ଓହ୍ଲାଇ ଦେଇଥିଲା। ତେଣୁ ଚଳିତ ଥର […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀକାକୁଲମର ଭେଙ୍କେଟେଶ୍ଵର ସ୍ଵାମୀ ମନ୍ଦିର ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଓଡ଼ିଆ ଯୁବତୀ

ଶ୍ରୀକାକୁଲମ,୧/୧୧: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ରୁପାଙ୍କ ମରଶରୀରକୁ ଗାଁକୁ ଅଣାଯାଇଛି। ୨୧ ବର୍ଷୀୟା ରୁପା ହେଉଛନ୍ତି ଆର. ଡିଲେସୁଙ୍କ ଝିଅ। ଡିଲେସୁ ବିବାହ କରିବାର ୨୦ ବର୍ଷ ପରେ ଏକମାତ୍ର […]

ସଂପୂର୍ଣ୍ଣ ପଢନ୍ତୁ

ପୂର୍ବତନ ମନ୍ତ୍ରୀ ପ୍ରଦୀପ୍ତ କିଶୋର ଦାସଙ୍କ ଜୟନ୍ତୀ ପାଳିତ

ମାହାଙ୍ଗା, ୧/୧୧: ଶରତ କର ଅନିମା କର ଫାଉଣ୍ଡେସନ ଆନୁକୂଲ୍ୟରେ ବିଶିଷ୍ଟ ସମାଜବାଦୀ ନେତା, ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ପ୍ରଦୀପ୍ତ କିଶୋର ଦାସଙ୍କ ୧0୬ ତମ ଜନ୍ମ ଜୟନ୍ତୀ ମାହାଙ୍ଗା ନିର୍ବାଚନ ମଣ୍ଡଳୀର କୁଣ୍ଡି ଗ୍ରାମରେ ପାଳିତ ହୋଇଯାଇଛି l ଶିକ୍ଷାବିତ ତଥା ସୁ ସାହିତ୍ୟିକ ଅବନୀ ଚନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ପୂର୍ବତନ ଆୟକର କମିଶନର ଶୋଭନ କର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ l ଶ୍ରୀ କର କହିଲେ ଏବେ […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀରାଧା ପାଦ ଦର୍ଶନ ତିଥିରେ ରାଧା ଦେବୀଙ୍କ ଇହଲୀଳା ସମ୍ବରଣ

ମାହାଙ୍ଗା, ୧/୧୧: ଅଅଁଳା ନବମୀ ଓ ଶ୍ରୀ ରାଧା ପାଦ ଦର୍ଶନ ତିଥିରେ ଶତାୟୁ ଧର୍ମପ୍ରାଣା ମହିଳା ରାଧା ଦେବୀଙ୍କ ପରଲୋକ ଘଟିଛି l ମାହାଙ୍ଗା ବ୍ଲକ କୁହୁଣ୍ଡା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ରାଧାଦେବୀଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି l ତାଙ୍କ ଅନ୍ତିମ ଯାତ୍ରାରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇଥିଲେ l ଏକ ଶୋଭାଯାତ୍ରାରେ ରାଧା ଦେବୀଙ୍କ ପାର୍ଥିବ ଶରୀରକୁ ନିକଟସ୍ଥ ବିରୂପା ନଦୀ ତଟକୁ ନିଆଯାଇ ଥିଲା l […]

ସଂପୂର୍ଣ୍ଣ ପଢନ୍ତୁ

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ‘ସୁଭଦ୍ରା ଏକତା ପଦଯାତ୍ରା

ଭୁବନେଶ୍ବର,୧/୧୧: ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ‘ସୁଭଦ୍ରା ଏକତା ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ପଦଯାତ୍ରା ମାଷ୍ଟରକ୍ୟାଣ୍ଟିନ୍‌ଠାରୁ ଆରମ୍ଭ ହୋଇ ରାଜମହଲ ଛକ ପର୍ଯ୍ୟନ୍ତ ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ପଦଯାତ୍ରାରେ ସାମିଲ ହୋଇ ମହିଳାମାନଙ୍କୁ ସ୍ୱାବଲମ୍ବୀ କରି ସଶକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ମହିଳାମାନେ ଆତ୍ମନିର୍ଭରଶୀଳ ଓ ସଶକ୍ତ ହୋଇପାରିଲେ ଏକ ସମୃଦ୍ଧ ରାଜ୍ୟର ଭିତ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ଅଡୁଆରେ ବ୍ରହ୍ମପୁର ଏସ୍‌ପି

ବ୍ରହ୍ମପୁର, ୧/୧୧: ବ୍ରହ୍ମପୁର ଏସ୍‌ପି ଡାକ୍ତର ସରଭଣା ବିବେକ ଏମ୍‌ଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ତଥା ବରିଷ୍ଠ ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଏସ୍‌ପି ଗଣମାଧ୍ୟମରେ ଦେଇଥିବା ବୟାନରେ ହାଇକୋର୍ଟରେ ବିଚାରାଧୀନ ବ୍ରହ୍ମପୁର ବିଧାନସଭା ଆସନ ସଂପର୍କିତ ନିର୍ବାଚନୀ ମକଦ୍ଦମାକୁ ଯୋଡ଼ି ଦେଇଥିବା ଟିପ୍ପଣୀ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ହାଇକୋର୍ଟ ଏହି ପ୍ରସଙ୍ଗକୁ ଗୁରୁତ୍ବର ସହ ଗ୍ରହଣ କରି କେଉଁ ପରିସ୍ଥିତିରେ ଓ […]

ସଂପୂର୍ଣ୍ଣ ପଢନ୍ତୁ

ଆଜିଠାରୁ ‘ଜଷ୍ଟ ଇନ୍‌ ଟାଇମ୍‌’ ନୀତି ପ୍ରଚଳନ

ଭୁବନେଶ୍ୱର,୧/୧୧(ରବିନାରାୟଣ ଜେନା):କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ବାଟମାରଣା ହେବନାହିଁ ଏବଂ ଅର୍ଥ ଠିକଣା ବାଟରେ ଖର୍ଚ୍ଚ ହେବ ତାହାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜଷ୍ଟ ଇନ୍‌ ଟାଇମ୍‌’ ନୀତିକୁ ଗୁରୁତ୍ୱ ଦିଆଯାଇଛି। ଏହି ନୀତି ଅନୁଯାୟୀ, କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ପାଣ୍ଠି ରାଜ୍ୟକୁ ଆସିବା ମାତ୍ରେ ଖର୍ଚ୍ଚ କରିବାକୁ ପଡ଼ିବ। ପୂର୍ବରୁ ସିଏସ୍‌ଏସ୍‌ ପାଣ୍ଠିକୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏଣେ ତେଣେ ପାର୍କିଂ କରି ଠିକଣା ସମୟରେ ଖର୍ଚ୍ଚ […]

ସଂପୂର୍ଣ୍ଣ ପଢନ୍ତୁ

ଯୋଗାଣ ବିଭାଗର ରେଡ ୬୦ ଘରୋଇ ଗ୍ୟସ ସିଲିଣ୍ଡର୍‌ ଜବତ

ରାଇକିଆ, ୧/୧୧ :ରାଇକିଆ ବ୍ଲକ ଅଫିସ ନିକଟରେ ଦୁଇଟି ଘରେ ବେଆଇନ ଭାବେ ଗଚ୍ଛିତ ରଖି ଚଢ଼ା ଦରରେ ବିକ୍ରୀ କରୁଥିବା ଜଣାପଡ଼ିଛି। ଗଛିତ ଥିବା ୬୦ ଗ୍ୟାସ ସିଲିଣ୍ଡର୍‌କୁ ଯୋଗାଣ ବିଭାଗ ତରଫରୁ ଜବତ କରାଯାଇଛି।କୌଣସି ବିଶ୍ବସ୍ତ ସୂତ୍ରରୁ ଖବରପାଇ ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାୟାଧର ସାହୁ ଚଢ଼ାଉ କରି ଦୁଇଟି ସ୍ଥାନରୁ ୧୯ ଏବଂ ୪୦ ଘରୋଇ ଗ୍ୟାସ୍ ସିଲିଣ୍ଡର୍‌ ଜବତ କରିଥିଲେ। ସେଥି ମଧ୍ୟରୁ ୨୫ଟି ଗ୍ୟାସ୍ ଭର୍ତ୍ତି ଏବଂ ୩୫ଟି […]

ସଂପୂର୍ଣ୍ଣ ପଢନ୍ତୁ

ପୋଖରୀରୁ ଧରାହେଲା ବିରାଟ କୁମ୍ଭୀର

ପଟ୍ଟାମୁଣ୍ଡାଇ, ୩୧/୧୦: ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ। ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୧୫ନଂ ୱାର୍ଡ ଅଳଭା ଗ୍ରାମରେ ବିଶ୍ୱନାଥ ନାୟକଙ୍କ ପୋଖରୀରୁ ଧରାହୋଇଛି ୧୦ ଫୁଟ ଲମ୍ବର କୁମ୍ଭୀର। ବନ ବିଭାଗ କର୍ମଚାରୀ କୁମ୍ଭୀରକୁ ଧରିନେଇଛନ୍ତି।ସୂଚନା ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ରାଜନଗର-ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାର ଅଳଭା ଗାଁ ନିକଟରେ ଏକ ବିରାଟ କୁମ୍ଭୀର ଶୋଇଥିବା ଜଣେ ଟ୍ରକ ଚାଳକ ଦେଖି ଟ୍ରକ ଅଟକାଇ ଥିଲେ। ସ୍ଥାନୀୟ ଲୋକେ ଆସିଯିବାରୁ କୁମ୍ଭୀରଟି ନିକଟରେ ଥିବା ପୋଖରୀକୁ […]

ସଂପୂର୍ଣ୍ଣ ପଢନ୍ତୁ

୪.୨୪ କୋଟିର ବ୍ରାଉନସୁଗର, ୭୨ ଲକ୍ଷର ଗଞ୍ଜେଇ ଜବତ

ଭୂବନେଶ୍ଵର, ୩୧/୧୦: ୨୦୨୫ ଆରମ୍ଭରୁ ଅକ୍ଟୋବର ୨୯ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାରୁ ବିପୁଳ ପରିମାଣର ବ୍ରାଉନସୁଗର ଏବଂ ଗଞ୍ଜେଇ ଜବତ ହୋଇଛି। ତନ୍ମଧ୍ୟରେ ୪ କେଜି ୨୨ ଗ୍ରାମ ୪୨୮ ମିଲିଗ୍ରାମ ବ୍ରାଉନସୁଗର ରହିଛି, ଯାହାର ମୂଲ୍ୟ ୪ କୋଟି ୨୪ ଲକ୍ଷ ୪୬ ହଜାର ୫୪୦ ଟଙ୍କା। ସେହିପରି ୧୧୦୭ କେଜି ୫୭୮ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି, ଯାହାର ମୂଲ୍ୟ ୭୨ ଲକ୍ଷ ୧୪ ହଜାର ୭୨୭ ଟଙ୍କା ହେବ ବୋଲି ନାର୍କୋଟିକ୍ସ […]

ସଂପୂର୍ଣ୍ଣ ପଢନ୍ତୁ