ବାଣ ନିଆଁରୁ ଅଗ୍ନିକାଣ୍ଡ, ୫ଗାଈ ଜୀବନ୍ତ ଦଗ୍ଧ

ହାଟଡିହି, ୨୧/୧୦: କେନ୍ଦୁଝରଜିଲ୍ଲା ହାଟଡିହି ବ୍ଲକ ସୋସୋ ଥାନା ଆମ୍ବଗଡ଼ିଆ ଗାଁରେ ବାଣ ନିଆଁରୁ ଅଗ୍ନିକାଣ୍ଡ ଘଟି ତିନି ବଖରା ଚାଳଘର ପୋଡ଼ିଯାଇଛି। ଗ୍ରାମର କୋଦଣ୍ଡଧର ପଣ୍ଡାଙ୍କ ଘରେ ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ତାଙ୍କର ୩ ବଖରା ଚାଳ ଘର ସହିତ ୫ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବର ପାଇ ହାଟଡିହି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ରାତିରେ ଗାଁରେ ପିଲାମାନେ ବାଣ ଫୁଟାଉଥିବା ବେଳେ ବାଣ ନିଆଁରୁ ଅଗ୍ନିକାଣ୍ଡ […]

ସଂପୂର୍ଣ୍ଣ ପଢନ୍ତୁ

ଭିନ୍ନକ୍ଷମ ପତ୍ନୀକୁ ପୋଡି ମାରିବାକୁ ଉଦ୍ୟମ

ପର୍ଜଙ୍ଗ, ୨୧/୧୦: ପ୍ରେମ ବିବାହ କରି ହଟହଟା ହେଉଛନ୍ତି ଭିନ୍ନକ୍ଷମ ପତ୍ନୀ l ଅଧିକାର ପାଇଁ ମାସ ମାସ ଧରି ସଂଘର୍ଷ କରୁଛନ୍ତି ପତ୍ନୀ l ଶାଶୂଘର ଲୋକଙ୍କ ନାଁରେ ମାମଲା ରୁଜୁ କରି ଦୋଷ ଛଡାଇ ଦେଇଛି ପୁଲିସ l ଶାଶୂଘର ଲୋକେ ନିଜ ଘର ଛାଡ଼ି ଅନ୍ୟତ୍ର ପଳାଇଥିବା ବେଳେ, ଚାଳ ଘରେ ଏକା ରୋଷେଇ କରି ସ୍ୱାମୀ ଅପେକ୍ଷାରେ ରହୁଥିଲେ ଭିନ୍ନ ଜାତିର ଭିନ୍ନକ୍ଷମ ବୋହୂ ଲକ୍ଷ୍ମୀପ୍ରିୟା ବେହେରା (୨୦) l ଗତକାଲି […]

ସଂପୂର୍ଣ୍ଣ ପଢନ୍ତୁ

୬୬ ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ

କଟକ, ୨୧/୧୦: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି […]

ସଂପୂର୍ଣ୍ଣ ପଢନ୍ତୁ

ଯାତ୍ରୀବାହୀ ବସ ଓ ବାଇକ ଧକ୍କା, ୨ ବାଇକ ଆରୋହୀ ଗୁରୁତର

ଠାକୁରମୁଣ୍ଡା, ୨୦/୧୦: ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଅଖାପଲାଣ ଛକ ନିକଟରେ ଯାତ୍ରୀବାହୀ ବସ୍ ସହ ବାଇକ୍ ଧକ୍କା ହେବାରୁ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। କରଞ୍ଜିଆରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଶିବା ନାମକ ଯାତ୍ରୀବାହୀ ବସ ସୋମବାର ଦିନ ପ୍ରାୟ ୧୨ଟା ସମୟରେ ବାଇକ ସହିତ ଧକ୍କା ହୋଇଥିଲା। ଗୁରୁତରଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯିବା ପରେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ […]

ସଂପୂର୍ଣ୍ଣ ପଢନ୍ତୁ

ଯୋଡ଼ାଗଲା କଟା ହାତ

କଟକ, ୨୦/୧୦: କାରଖାନାର କନଭେୟର ବେଲ୍ଟରେ କହୁଣୀଠୁ ଉପରକୁ ହାତ ଦୁଇ ଖଣ୍ଡ ହୋଇଯାଇଥିଲା। ଏହି କଟା ହାତ ଯୋଡ଼ି ହୋଇଛି। ପ୍ରଫେସର ଡାକ୍ତର ବିଭୂତି ଭୂଷଣ ନାୟକଙ୍କ ନେତୃତ୍ବରେ ଏସ୍‌ବିଏମ୍ ପ୍ଲାଷ୍ଟିକ ସର୍ଜରି ହସ୍‌ପିଟାଲରେ ଅସ୍ତ୍ରୋପଚାର ସଫଳ ହୋଇଛି। ଏବେ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସୂଚନା ମିଳିଛି। ଢେଙ୍କାନାଳଜିଲ୍ଲା ହିନ୍ଦୋଳର ରୋହିତ ନାୟକଙ୍କ ପୁଅ ରାହୁଲ ନାୟକ(୨୦) ଏକ ଘରୋଇ କମ୍ପାନିରେ ଶ୍ରମିକ ଭାବେ କାମ କରୁଥିଲେ। ୨୦୨୫ ଅଗଷ୍ଟ ୨୮ ତାରିଖ ସକାଳ […]

ସଂପୂର୍ଣ୍ଣ ପଢନ୍ତୁ

ବାଣ ବସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ

ଖଲ୍ଲିକୋଟ: ଗଞ୍ଜାମଜିଲ୍ଲା ଖଲ୍ଲିକୋଟ ଥାନା କୈଠଡ଼ା ଗ୍ରାମରେ ଅଭାବନୀୟ ଘଟଣା। ବାଣ ତିଆରି କରିବା ସମୟରେ ଅସାବଧାନତା ଯୋଗୁଁ ବିସ୍ଫୋରଣ। ବାଣ ବସ୍ଫୋରଣରେ ଚାଲିଗଲା ଜଣଙ୍କ ଜୀବନ। ବେଆଇନ ଭାବେ ଦୀପାବଳି ପାଇଁ ଭିଡୁଥିଲେ ବାଣ।ଯୁବକଙ୍କର ଗୋଟିଏ ଗୋଡ଼ ଓ ଗୋଟିଏ ହାତ ଉଡ଼ିଯାଇଥିଲାବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ବିସ୍ପୋରଣରେ ଜଣେ ଯୁବକଙ୍କର ଗୋଟିଏ ଗୋଡ଼ ଓ ଗୋଟିଏ ହାତ ଉଡ଼ିଯାଇଥିଲା। ତାଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ମୃତ […]

ସଂପୂର୍ଣ୍ଣ ପଢନ୍ତୁ

ନାମାଙ୍କନ ପତ୍ର ଦାଖଲ କଲେ ସ୍ନେହାଙ୍ଗୀନୀ

ନୂଆପଡା, ୨୦/୧୦: ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । ଏହି ସମୟରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।ଏହି ଉପନିର୍ବାଚନ ପାଇଁ ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସୀରାମ ମାଝି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଉପନିର୍ବାଚନ ପାଇଁ ୨୦ ତାରିଖ ପର୍ଯ୍ୟନ୍ତ […]

ସଂପୂର୍ଣ୍ଣ ପଢନ୍ତୁ

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର, ୨୦/୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଭାଇଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି। ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ। ଜ୍ଞାନର ଆଲୋକ ଅଜ୍ଞାନର ଅନ୍ଧକାରରୁ ମଣିଷକୁ ଉଦ୍ଧାର କରିଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ […]

ସଂପୂର୍ଣ୍ଣ ପଢନ୍ତୁ

ପୀତବାସ ପଣ୍ଡା ହତ୍ୟା ମାମଲାରେ ନୂଆମୋଡ଼: ୧୫ ଲକ୍ଷରେ ହୋଇଥିଲା ଡିଲ୍‌

ବ୍ରହ୍ମପୁର,୨୦/୧୦: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ନୂଆ ମୋଡ଼। ବ୍ରହ୍ମପୁରର ଜଣେ କର୍ପୋରେଟର ଏହି ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ବିହାରୀ ଯୁବକ ନୁହଁ ବରଂ ଦିଗପହଣ୍ଡି ଥାନା ଇଲାକାର ପିଲା ହିଁ ସୁପାରି ନେଇ ପୀତବାସଙ୍କୁ ଗୁଳି କରିଛନ୍ତି। ଏଥିପାଇଁ ୧୫ ଲକ୍ଷରୁ ଡିଲ୍‌ ହୋଇଥିଲା ବୋଲି ଶୁଣିବାକୁ ମିଳିଛି। ହେଲେ କର୍ପୋରେଟରଙ୍କ ସଂପୃକ୍ତି ଜଣାପଡ଼ିବା ପରେ ଏହି ହତ୍ୟା ଘଟଣା ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ଆଡ଼କୁ ଅଙ୍ଗୁଳି […]

ସଂପୂର୍ଣ୍ଣ ପଢନ୍ତୁ

ଭଦ୍ରକର ଐତିହାସିକ କାଳୀପୂଜା

ଭଦ୍ରକ, ୨୦ /୧୦: ଭଦ୍ରକରେ ଆଜି ଠାରୁ ଆରମ୍ଭ ହେଉଛି ଐତିହାସିକ କାଳୀପୂଜା। ଏଥି ପାଇଁ ସଜେଇ ହରାଇଛି ମା ଭଦ୍ରକାଳୀଙ୍କ ପୀଠ ଠାରୁ ଚରମ୍ପାର ସବୁ ପୂଜା ମଣ୍ଡପ। ମା’ଙ୍କର ଆଗମନ ସହ ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଓ ଭଦ୍ରକାଳୀଙ୍କ ଆରାଧନା ପାଇଁ ଭଦ୍ରକ ଉତ୍ସବ ମୁଖର ହୋଇ ଉଠିଛି। ମାଡ଼ଙ୍କ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ରାଜ୍ୟର ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ନୂଆ ରୂପରେ ସଜେଇ ହୋଇଛି […]

ସଂପୂର୍ଣ୍ଣ ପଢନ୍ତୁ