ଭଦ୍ରକ ଗ୍ରାମାଞ୍ଚଳ ଥାନା ଏସ୍ଆଇ କାର୍ତ୍ତିକ ଜେନା ନିଲମ୍ବିତ
ଭଦ୍ରକ, ୧୦/୧୦ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଏସ୍ଆଇଙ୍କୁ ନିଲମ୍ବନ କରାଯାଇଛି। ତଦନ୍ତ ପାଇଁ ଅସଲି ପୁଲିସ୍ ନକଲି ପୁଲିସ୍କୁ ପଠାଇ ନିଲମ୍ବିତ ହୋଇଛନ୍ତି । ଗ୍ରାମାଞ୍ଚଳ ଥାନାର ସବ ଇନ୍ସପେକ୍ଟର କାର୍ତ୍ତିକ ଜେନାଙ୍କୁ ନିଲମ୍ବନ କରାଯାଇଥିବା ଭଦ୍ରକ ଏସପି ମନୋଜ ରାଉତ ସୂଚନା ଦେଇଛନ୍ତି ।ସୂଚନା ଅନୁସାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ରସିକବାଦ ଗାଁରେ ପାରିବାରିକ କଳହକୁ ନେଇ ଅଭିଯୋଗ ହୋଇଥିଲା । ତେବେ ଦାୟିତ୍ବରେ ଥିବା ପୁଲିସ୍ ଏସ୍ଆଇ ନିଜେ ନଯାଇ ତଦନ୍ତ ପାଇଁ […]
ସଂପୂର୍ଣ୍ଣ ପଢନ୍ତୁ