ଗ୍ଲୋବାଲ୍ ଗ୍ରିନ୍ ହବ୍ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧି ମଣ୍ଡଳଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ କହିଛନ୍ତି ଯେ, ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗରେ ଓଡ଼ିଶାକୁ ଏକ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ ରେ ପରିଣତ କରାଯିବ। ଆଜି ଲୋକସେବା […]
ସଂପୂର୍ଣ୍ଣ ପଢନ୍ତୁ