ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ

ଖୋର୍ଦ୍ଧା,୧/୧୦: ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା […]

ସଂପୂର୍ଣ୍ଣ ପଢନ୍ତୁ

ଏସ୍‌ଆଇ ପରୀକ୍ଷାରେ ୨୯ କୋଟି ୨୫ ଟଙ୍କାର କେ‌ଳଙ୍କାରୀ ସାମନାକୁ ଆସିଛି

ଭୁବନେଶ୍ବର/ବ୍ରହ୍ମପୁର/କଟକ,୧/୧୦: ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ଦ୍ବାରା ପରିଚାଳିତ ପୁଲିସ ଏସ୍‌ଆଇ ପରୀକ୍ଷାରେ ବଡ଼ ଦୁର୍ନୀତି ସାମନାକୁ ଆସିଛି। ଏହି ସମ୍ବେଦନଶୀଳ ଘଟଣା ପଦାକୁ ଆସିବା ପରେ ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ପରୀକ୍ଷାକୁ ବାତିଲ କରାଯାଇଛି। କ୍ରାଇମବ୍ରାଞ୍ଚ ଏହି ଘଟଣାରେ ୧୧୭ ଜଣ ପରୀକ୍ଷାର୍ଥୀ ଓ ୨ ଦଲାଲଙ୍କୁ ଗିରଫ କରିଛି। ଏହି କେ‌ଳଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସଂପର୍କିତ ତଥ୍ୟ ସାମନାକୁ ଆସିଛି। ଗିରଫ […]

ସଂପୂର୍ଣ୍ଣ ପଢନ୍ତୁ

ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ପ୍ରଥମ

ନୂଆଦିଲ୍ଲୀ,୧/୧୦: ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି)ର ସଦ୍ୟତମ ରିପୋର୍ଟ ‘କ୍ରାଇମ୍‌ ଇନ୍‌ ଇଣ୍ଡିଆ ୨୦୨୩’ରେ ଏକ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ୨୦୨୩ରେ ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ସର୍ବାଧିକ ୧,୯୭୮ଟି କେସ୍‌ ରେଜିଷ୍ଟର୍‌ କରିଛି, ଯାହା ଆଇପିସିର ଧାରା ୩୫୪(ବି) ଅଧୀନରେ ଅତ୍ୟନ୍ତ ଚିନ୍ତାଜନକ। ଏହି କ୍ଷେତ୍ରରେ ଉତ୍ତର ପ୍ରଦେଶ (୧,୭୫୦ କେସ୍‌)କୁ ଓଡିଶା ପଛରେ ପକାଇଛି। ଏହି ରିପୋର୍ଟ୍‌ ରାଷ୍ଟ୍ରୀୟ ସ୍ତରରେ ମହିଳାଙ୍କ ବିରୋଧରେ ଅପରାଧରେ ୪% ବୃଦ୍ଧି ଦର୍ଶାଇଛି, ଯାହା […]

ସଂପୂର୍ଣ୍ଣ ପଢନ୍ତୁ

ଶ୍ରୀମନ୍ଦିରର ୧ କି.ମି. ପରିଧି ଭିତରେ ମଦ ବିକ୍ରି ବନ୍ଦ

ପୁରୀ, ,୧/୧୦: ଶ୍ରୀମନ୍ଦିରର ପାଖରେ ଆଉ ତାମସିକ ଜିନିଷ ରହିବ ନାହିଁ। ଏଭଳି ଏକ ବଡ଼ ନିଷ୍ପତ୍ତି ସରକାର ନେବାକୁ ଯାଉଛନ୍ତି। ଏନେଇ ଆଲୋଚନା କରାଯାଇଛି। ନୂଆ ଅବକାରୀ ନୀତି ଆସିବା ପରେ ସେଥିରେ ଏଭଳି ନିୟମ ରଖାଯିବାକୁ ଯୋଜନା କରାଯାଉଥିବା ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ପୁରୀ ଶ୍ରୀମନ୍ଦିରର ୧ କି.ମି. ପରିଧି ଭିତରେ ମଦ ବିକ୍ରି ଉପରେ କଟକଣା ଲାଗିପାରେ। ଏହାସହ ଆମିଷ ବିକ୍ରି ଉପରେ […]

ସଂପୂର୍ଣ୍ଣ ପଢନ୍ତୁ

ଦୁବାଇରେ ଚିକିତ୍ସିତ ଓଡ଼ିଆ ଶ୍ରମିକଙ୍କୁ ଫେରେଇ ଆଣିଲା ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ,୩୦/୯: ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ କରୁଥିବା ସ୍ୱପ୍ନିଲ ପଟ୍ଟନାୟକ ଦୁବାଇରେ ଜଣେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିଲେ। ସେଠାରେ ସେ ଯକୃତ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଓଡ଼ିଶା ଫେରି ଆସିବା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ

ବର୍ଜ୍ୟବସ୍ତୁରୁ ତିଆରି ହେବ କଳାକୃତି

କେନ୍ଦୁଝର,୩୦/୯: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ କଳାକୃତିରେ ନିର୍ମାଣ ହେବ ପାର୍କ। ଏଠାରେ ରହିବନି ଫୁଲକୁଣ୍ଡ କି ଫୁଲବଗିଚା। ଅବ୍ୟବହୃତ ସାମଗ୍ରୀ, ପୁରୁଣା ଟାୟାର, ବ୍ୟବହାର ଅନୁପଯୋଗୀ ଲୁହା ସାମଗ୍ରୀ, ଅବ୍ୟବହୃତ ସାଇକଲ, ମୋଟର ସାଇକଲର ଉପକରଣ ସମେତ ଘରୁ ବାହାରୁଥିବା ବର୍ଜ୍ୟବସ୍ତୁକୁ ବ୍ୟବହାର କରାଯାଇ କଳାକୃତି ନିର୍ମାଣ କରି ଏହି ପାର୍କରେ ରଖାଯିବ। ଏହାର ନାଁ ରହିବ ‘୩ ଆର୍‌’ ପାର୍କ। ରିଡ୍ୟୁସ୍‌, ରିୟୁଜ୍‌, ରିସାଇକେଲର ବାର୍ତ୍ତା ବହନ କରିବ ଏହି କଳାକୃତି। କେନ୍ଦୁଝରଗଡ଼ ପୌରପାଳିକାର ବିଭିନ୍ନ ଛକ […]

ସଂପୂର୍ଣ୍ଣ ପଢନ୍ତୁ

ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ

ବ୍ରହ୍ମପୁର, ୩୦/୯: ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ଆଗାମୀ ୫ ଓ ୬ ତାରିଖରେ ହେବାବୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି। ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି । ମିଳିଥିବା ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ

ମାଁ ମାଣିକେଶ୍ଵରୀଙ୍କ ପବିତ୍ର ଛତର ଯାତ୍ରା

ଭବାନୀପାଟଣା, ୩୦/୯: ବହୁ ପ୍ରତୀକ୍ଷିତ ମାଁ ମାଣିକେଶ୍ଵରୀଙ୍କ ପବିତ୍ର ଛତର ଯାତ୍ରା ଆଜି ଭୋର ସକାଳୁ ଆରମ୍ଭ ହୋଇଛି। ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଆୟୋଜନ ପାଇଁ ବ୍ୟାପକ ପରିମାଣରେ ପୁଲିସ ଫୋର୍ସ ନିୟୋଜିତ ଅଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ଡ୍ରୋନ କ୍ୟାମେରା ଦ୍ବାରା ସମସ୍ତ ଗତିବିଧିକୁ ରେକର୍ଡ କରାଯିବ। ସେହିଭଳି ପୁଲିସ ପକ୍ଷରୁ ସ୍ବତନ୍ତ୍ର ଭାବେ ଭିଡିଓ ସୁଟିଂ ବ୍ୟବସ୍ଥା ହୋଇଛି। ଛତର ପଛରେ ଗୋଟିଏ ଆମ୍ବୁଲାନ୍ସ, ଘୋଡ଼ାଘାଟ ଛକ […]

ସଂପୂର୍ଣ୍ଣ ପଢନ୍ତୁ

ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ: ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫

ଭୁବନେଶ୍ବର, ୩୦/୯: ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ। ଫଳରେ ଗ୍ରାମାଞ୍ଚଳରେ ବଢ଼ିବ ରୋଜଗାର। ଏଥିଲାଗି କାର୍ଯ୍ୟକାରୀ ହେବ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫। ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ ଯୋଜନା। ଏନେଇ ସୂଚନା ଦେଇଛନ୍ତି  ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଯୋଜନାର ଲକ୍ଷ୍ୟ ହେଉଛି ଓଡ଼ିଶାର ଗ୍ରାମୀଣ ଏବଂ କମ୍ ଜଣାଶୁଣା ସ୍ଥାନଗୁଡ଼ିକରେ ହୋମଷ୍ଟେ ବାସସ୍ଥାନକୁ ପ୍ରୋତ୍ସାହିତ କରିବା, ପର୍ଯ୍ୟଟନରେ ସମ୍ପ୍ରଦାୟର ଅଂଶଗ୍ରହଣକୁ ଉତ୍ସାହିତ କରିବା, ସ୍ଥାନୀୟ […]

ସଂପୂର୍ଣ୍ଣ ପଢନ୍ତୁ

ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରି

ଭୁବନେଶ୍ୱର,୩୦/୯ :ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧନ ଅନୁଯାୟୀ, ମହିଳାମାନେ ଏବେ ଲିଖିତ ସମ୍ମତି ଓ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସୁରକ୍ଷା ସର୍ତ୍ତ ସହିତ ସମସ୍ତ ଫ୍ୟାକ୍ଟ୍ରୀ ଓ ପ୍ରତିଷ୍ଠାନରେ ସକାଳ ୬ଟା ପୂର୍ବରୁ ଓ ରାତି ୭ଟା ପରେ ସମସ୍ତ ପ୍ରକାର କାମ […]

ସଂପୂର୍ଣ୍ଣ ପଢନ୍ତୁ