ଭୁବନେଶ୍ୱରରେ ୭ଟି ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’
ଭୁବନେଶ୍ୱର,୩୦/୯ : ବିଜୟା ଦଶମୀ ଅବସରରେ ରାଜଧାନୀ ଭୁବନେଶ୍ୱରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଏହି ଉତ୍ସବ ଦେଖିବା ଲାଗି ବହୁ ଲୋକଙ୍କ ଭିଡ଼ ଆଶଙ୍କା ରହିଛି। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ (ବଡ଼ଗଡ଼ ଥାନା), ଗୋପାଳପୁର (ଇନ୍ଫୋ-ଭ୍ୟାଲି ଥାନା), କିଟ୍ସ ରୋଡ଼ (ଇନ୍ଫୋସିଟି ଥାନା) ଓ ଫୁଟବଲ ଗ୍ରାଉଣ୍ଡ (କପିଳାପ୍ରସାଦ ଏୟାରଫିଲ୍ଡ ଥାନା)ରେ […]
ସଂପୂର୍ଣ୍ଣ ପଢନ୍ତୁ