ବଳରାମ ଦାସଙ୍କ ସମାଧିପୀଠରେ ନିର୍ମାଣ ହେବ ‘ଲକ୍ଷ୍ମୀ ପୁରାଣ କରିଡର’, ବଣ୍ଟାଯିବ ୧କୋଟି ଲକ୍ଷ୍ମୀପୁରାଣ
ଭୁବନେଶ୍ୱର: ବଳରାମ ଦାସଙ୍କ ସମାଧି ପୀଠ ଠାରେ ‘ଲକ୍ଷ୍ମୀ ପୁରାଣ କରିଡର’ ନିର୍ମାଣ ହେବ। ଓଡ଼ିଶାର ଶକ୍ତି, ସଂସ୍କୃତି ଓ ପରମ୍ପରାର ଦର୍ଶନ ବିଶ୍ୱବାସୀଙ୍କୁ କରାଇ ପର୍ଯ୍ୟଟନ ବିଭାଗ। ଆଜି (ବୁଧବାର) ମିସନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ’ ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ରରେ ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ […]
ସଂପୂର୍ଣ୍ଣ ପଢନ୍ତୁ