ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହ ବ୍ୟବସାୟ ସମ୍ପର୍କରେ ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବେ
ଓ୍ବାଶିଂଟନ,୧୦/୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହ ବ୍ୟବସାୟ ସମ୍ପର୍କରେ ଏକ ବଡ଼ ସୂଚନା ଦେଇଛନ୍ତି। ଏନେଇ ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବେ ବୋଲି ସେ କହିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସେ ଲେଖିଛନ୍ତି, ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ବାଭାବିକ ଅଂଶୀଦାର। ମୁଁ ନିଶ୍ଚିତ ଯେ, ଆମର ବାଣିଜ୍ୟ ସମ୍ପର୍କିତ ଆଲୋଚନା ଭାରତ-ଆମେରିକା ସହଭାଗୀର […]
ସଂପୂର୍ଣ୍ଣ ପଢନ୍ତୁ