ଓଡ଼ିଶାର କଂସା କାରିଗରୀ ଓ ଐତିହ୍ୟ ସଂପର୍କିତ ଗବେଷଣାତ୍ମକ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ୬/୯: ଏମଜିଏମ୍ ଫାଉଣ୍ଡେସନ୍ ଏବଂ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ୍ ଆର୍ଟ ଆଣ୍ଡ୍ ଡିଜାଇନ୍ ଷ୍ଟୁଡିଓ (ବିଇଏଡ଼ିଏସ୍) ପକ୍ଷରୁ ପ୍ରସ୍ତୁତ “କଂସା : ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ ” ନାମକ ଏକ ଗବେଷଣାତ୍ମକ ପୁସ୍ତକ ଆଜି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ପୁସ୍ତକରେ ଓଡ଼ିଶାର ସମୃଦ୍ଧ କଂସା ଶିଳ୍ପ ଐତିହ୍ୟ ସଂପର୍କରେ ଗବେଷଣାତ୍ମକ ବର୍ଣ୍ଣନା ରହିଛି । ଏହି ପୁସ୍ତକ, ଓଡ଼ିଶା କ୍ରାଫ୍ଟ ଓଡିସି (ଓସିଓ ) ଫେଲୋସିପ୍ କାର୍ଯ୍ୟକ୍ରମ ୨୦୨୪ […]
ସଂପୂର୍ଣ୍ଣ ପଢନ୍ତୁ