ଗୁରୁଦିବସରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫

ନୂଆଦିଲ୍ଲୀ/ଭୁବନେଶ୍ୱର,୫/୯: ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ଶିକ୍ଷକ ଦ୍ୱୟ ହେଲେ ମାଲକାନଗିରିର ବସନ୍ତ ରଣା ଓ କୋରାପୁଟର ତରୁଣ ଦାଶ । ବସନ୍ତ ରଣା ମାଲକାନଗିରି କୋଣ୍ଡେଲ ନିୟୁ ହାଇସ୍କୁଲର ଶିକ୍ଷକ ଥିବାବେଳେ ଶିକ୍ଷକ ତରୁଣ ଦାଶ କୋରାପୁଟ […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

ଭୁବନେଶ୍ୱର, ୫/୯: ଆଜି କାଲି ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ। ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରନ୍ତୁ। ପିଲା ମାନଙ୍କୁ ନିଜ ଇଛାରେ ଉଡିବାକୁ ଦିଅନ୍ତୁ, ସ୍ୱପ୍ନ ଦେଖିବାକୁ ସୁଯୋଗ ଦିଅନ୍ତୁ ଏବଂ ସ୍ୱପ୍ନକୁ ପୂରଣ କରିବା ପାଇଁ ଜଣେ ଜଣେ ମେଣ୍ଟର ଭାବେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ […]

ସଂପୂର୍ଣ୍ଣ ପଢନ୍ତୁ

ସୁନ୍ଦରପଦା-ଜଟଣୀ ରାସ୍ତାର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନଭେମ୍ବର ଶେଷ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର, ୫/୯: ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନ ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିରନ୍ତର ଉଦ୍ୟମ ଫଳରେ ଓଡ଼ିଶା ଆଜି ଦ୍ରୁତ ପ୍ରଗତି ପଥରେ ଆଗକୁ ଅଗ୍ରସର ହେଉଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ଉନ୍ନତ ଭିତ୍ତିଭୂମି ଓ ସୁଦୃଢ ଯୋଗାଯୋଗ ବ୍ୟବସ୍ଥା ନିତ୍ୟାନ୍ତ ଆବଶ୍ୟକ । ଏହାକୁ ଦୃଷ୍ଟିରେ ରଖି ଆଜି ଆଇନ, ପୂର୍ତ୍ତ ଓ ଅବକାରୀ […]

ସଂପୂର୍ଣ୍ଣ ପଢନ୍ତୁ

ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ହାଇକୋର୍ଟଙ୍କ ବଡ଼ ରାୟ

କଟକ,୫/୯: ଓଡ଼ିଶା ହାଇକୋର୍ଟ ବଡ଼ ରାୟ, ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ଜଣେ ପକ୍ଷକୁ ତାଙ୍କର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷା କରିବାକୁ ବାଧ୍ୟ କରିବା ଅନୁଚିତ ଏବଂ ଏହା ସମ୍ବିଧାନର ଅନୁଚ୍ଛେଦ ୨୧ ଅଧୀନରେ ପ୍ରଦତ୍ତ ଗୋପନୀୟତା ଅଧିକାରର ଉଲ୍ଲଂଘନ କରେ। ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟଙ୍କ ଏକକ ବେଞ୍ଚ ଏହି ଅନୁରୋଧର ଆଇନଗତ ଅସଙ୍ଗତି ବୋଲି ଆଲୋକପାତ କରି କହିଛନ୍ତି, “ବିଭାଜନ ମାମଲାରେ ପ୍ରତିପକ୍ଷର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷାର ଆବେଦନ […]

ସଂପୂର୍ଣ୍ଣ ପଢନ୍ତୁ

ଠିକ୍ ସମୟରେ ପ୍ରକଳ୍ପ କାର୍ଯ୍ୟ ସାର: ରାଜ୍ୟପାଳ

ଭୁବନେଶ୍ୱର,୪/୯: ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକ ଯେପରି ଠିକ୍ ସମୟରେ ଶେଷ ହେବ ସେଥିପାଇଁ ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ବୟ ରଖିବାକୁ ରାଜ୍ୟପାଳ ହରିବାବୁ କମ୍ଭମପାଟି ଗୁରୁତ୍ବାରୋପ କରିଛନ୍ତି।ଆଜି ରାଜଭବନରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି ଜାତୀୟ ରାଜପଥ ପ୍ରାଧିକରଣ, ଜାତୀୟ ରାଜପଥ, ବିମାନ ଚଳାଚଳ ଏବଂ ରେଳବାଇର ବିଭିନ୍ନ ପ୍ରକଳ୍ପର ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, […]

ସଂପୂର୍ଣ୍ଣ ପଢନ୍ତୁ

କୋମାରେ ଅଛନ୍ତି ଅଭିଜିତ ମଜୁମଦାର, ଏମ୍ସକୁ ସ୍ଥାନାନ୍ତର

ଭୁବନେଶ୍ବର, ୪/୯ : କୋମାରେ ଅଛନ୍ତି ଅଭିଜିତ ମଜୁମଦାର, ସ୍ବାସ୍ଥ୍ଯାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରାଯାଇଛି ।ତେବେ ଏମ୍ସରେ ଭର୍ତ୍ତି ହେବା […]

ସଂପୂର୍ଣ୍ଣ ପଢନ୍ତୁ

୩ ଜିଲା ସଭାପତି ଘୋଷଣା ସହ ବିଜୁ ମହିଳା ଜନତା ଦଳ ପୁନହ ଗଠନ କଲେ ନବୀନ

ଭୁବନେଶ୍ୱର,୪/୯: ଢେଙ୍କାନାଳ, କୋରାପୁଟ ଓ ରାୟଗଡ଼ା ଜିଲାରେ ଏହି ୩ ଜିଲା ପାଇଁ ସଭାପତି ଘୋଷଣା କଲା ବିଜୁ ଜନତା ଦଳ। ନୃସିଂହ ଚରଣ ସାହୁ ଢେଙ୍କାନାଳ ଜିଲା ବିଜେଡି ସଭାପତି, ଝିନ ହିକ୍କା କୋରାପୁଟ ଜିଲା ବିଜେଡି ସଭାପତି ଏବଂ ଜଗନ୍ନାଥ ସାରକାଲଙ୍କୁ ରାୟଗଡା ବିଜେଡି ଜିଲା ସଭାପତି ଭାବେ ଘୋଷଣା କରାଯାଇଛି । ଅନ୍ୟପଟେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ସ୍ନେହାଙ୍ଗିନୀ ଛୁରିଆ ଙ୍କୁ ନିଯୁକ୍ତି ଦେଲେ ବିଜୁ ଜନତା ଦଳ […]

ସଂପୂର୍ଣ୍ଣ ପଢନ୍ତୁ

ସାରଳାଙ୍କ ନିତ୍ୟସେବକ ସରୋଜ ରାଉଳଙ୍କ ତୃତୀୟ ବାର୍ଷିକ ଶ୍ରାଦ୍ଧୋତ୍ସବ

ଝଙ୍କଡ଼, ୪/୯: ବାଣୀ କ୍ଷେତ୍ର ଝଙ୍କଡ଼ ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ ଙ୍କ ନିତ୍ୟସେବକ ଭାବେ ଜଣାଶୁଣା ସ୍ବର୍ଗତ ସରୋଜ କୁମାର ରାଉଳ ଙ୍କ ତୃତୀୟ ବାର୍ଷିକ ଶ୍ରାଦ୍ଧୋତ୍ସବ ଗତ ଗୁରୁବାର ଦିନ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ମହାମନ୍ତ୍ର ନାମଯଜ୍ଞ, ସାଧୁ ସନ୍ଥ ମହାତ୍ମା ପୂଜନ ଓ ସ୍ମୁତିଶ୍ରଦ୍ଧାଞ୍ଜଳୀ ଅର୍ପଣ ଆଦି କାର୍ଯ୍ୟକ୍ରମ ବିକାଶ ରାଉଳ ଓ ଆଶୁତୋଷ ରାଉଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ

ଉତ୍ତର ପ୍ରଦେଶ ସରକାରଙ୍କ ଶ୍ରମ ଓ ନିଯୁକ୍ତି, ସମନ୍ୱୟ ବିଭାଗର ମନ୍ତ୍ରୀ ଶ୍ରୀ ଅନିଲ ରାଜଭରଙ୍କ ଓଡ଼ିଶା ଆଗମନ

ଭୁବନେଶ୍ୱର, ୩/୯:  ଉତ୍ତର ପ୍ରଦେଶ ସରକାରଙ୍କ ଶ୍ରମ ଓ ନିଯୁକ୍ତି, ସମନ୍ୱୟ ବିଭାଗର ମନ୍ତ୍ରୀ ଶ୍ରୀ ଅନିଲ ରାଜଭରଙ୍କ ଓଡ଼ିଶା ଆଗମନ ଅବସରରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ତାଙ୍କୁ ହାର୍ଦ୍ଦିକ ସ୍ବାଗତ ଜଣାଇଛନ୍ତି । ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ସମେତ ରାଜ୍ୟ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ଯୁଗ୍ମ […]

ସଂପୂର୍ଣ୍ଣ ପଢନ୍ତୁ

ଶିଳ୍ପ ମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ବୈଦେଶିକ ସେବା ଅଧିକାରୀ

ଭୁବନେଶ୍ୱର, ୩/୯:  ଆଜି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ବୈଦେଶିକ ସେବା ଅଧିକାରୀ ଶ୍ରୀ ମନୋଜ କୁମାର ମହାପାତ୍ର, ଶ୍ରୀ ଅମିତ ନାରଙ୍ଗ ଓ ଗ୍ଲୋରିଆ ଗାଙ୍ଗଟେ ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବୈଦେଶିକ ସେବା ଅଧିକାରୀମାନଙ୍କୁ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବହୁବିଧ ପଦକ୍ଷେପ […]

ସଂପୂର୍ଣ୍ଣ ପଢନ୍ତୁ