ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଲୱେ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ନଗର ଉନ୍ନୟନ ବିଭାଗ ସଚିବ ଉଷା ପାଢ଼ୀ ଉପସ୍ଥିତ ଥିଲେ । ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ : […]
ସଂପୂର୍ଣ୍ଣ ପଢନ୍ତୁ