ବାଲିଯାତ୍ରା ପ୍ରସ୍ତୁତି ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରାଥମିକ ବୈଠକ
କଟକ: କଟକ ବାଲିଯାତ୍ରା ଉତ୍ସବ-୨୦୨୫ ଆୟୋଜନ ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ଯକ୍ଷତାରେ ଏକ ପ୍ରାଥମିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଐତିହାସିକ ବାଲିଯାତ୍ରାର ପ୍ରସ୍ତୁତି ନିମନ୍ତେ ଏହି ପ୍ରାକ-ପ୍ରସ୍ତୁତି ବୈଠକରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ। ଚଳିତବର୍ଷ କଟକ ବାଲିଯାତ୍ରାକୁ ପୂର୍ବାପେକ୍ଷା ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରତ୍ଯେକ ବିଭାଗରେ ଉତ୍କର୍ଷତା ପ୍ରତିପାଦନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ଵ ଆରୋପ କରିଥିଲେ। ବାଲିଯାତ୍ରାର ଭିତ୍ତିଭୂମି […]
ସଂପୂର୍ଣ୍ଣ ପଢନ୍ତୁ