Bhitarkanika

ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର ।

ସଂପୂର୍ଣ୍ଣ ପଢନ୍ତୁ
Pm Kisan Yojana

ସରକାରଙ୍କ ନୂଆଁଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ ଅର୍ଥାତ୍ ଆଜି କିସ୍ତି ପ୍ରଦାନ କରାଯାଇଛି । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ […]

ସଂପୂର୍ଣ୍ଣ ପଢନ୍ତୁ
Puri Srimandir

ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା: ସୁଟିଂ କରୁଥିବା ସମୟରେ ଧରାପଡ଼ିଲେ ଯୁବକ

ପୁରୀ : ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା ।  ଶ୍ରୀମନ୍ଦିର ଭିତରେ ଚଷମା ସହିତ ସଂଯୁକ୍ତ ହିଡେନ୍ କ୍ୟାମେରା ନେଇ ଜଣେ ବ୍ୟକ୍ତି ଭିଜୁଆଲ ସୁଟିଂ କରୁଥିବା ସମୟରେ ସୁରକ୍ଷା କର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ ଅଟକ ରଖି ପୋଲିସ ପକ୍ଷରୁ ପଚରାଉଚରା କରାଯାଉଛି । ଅଟକ ଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ ।  ଆଜି ସକାଳେ ଅରୂପ ପରିବାର ସହିତ ମହାପ୍ରଭୁଙ୍କ ଦର୍ଶନ […]

ସଂପୂର୍ଣ୍ଣ ପଢନ୍ତୁ
Cm 7

କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି ନମ୍ବର ୧୪୪୭୧ରେ କଲ୍ କରି ତୁରନ୍ତ ଅଭିଯୋଗ କରିପାରିବେ । ଆଉ ଆପଣଙ୍କ ଅଭିଯୋଗ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ଏଣିକି ସରକାରଙ୍କ ସେବା କିଭଳି ମିଳୁଛି ସେ ବାବଦରେ ଫିଡବ୍ୟାକ୍ […]

ସଂପୂର୍ଣ୍ଣ ପଢନ୍ତୁ
Heavy Rain 1

ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ।  ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ ।  ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବର୍ଷା ବପନ ଆଣିପାରେ । IMDର ପୂର୍ବାନୁମାନ, ଓଡ଼ିଶା ଉପକୂଳରେ ଆଜି ଓ ଆସନ୍ତାକାଲି ଭୀଷଣରୁ ଅତି ଭଷଣ ବର୍ଷା ହେବ ।  ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ।  କିଛି ସ୍ଥାନରେ ୨୦ […]

ସଂପୂର୍ଣ୍ଣ ପଢନ୍ତୁ
Station Cuttack

କଟକ ରେଳ ଷ୍ଟେସନରେ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ ଛାତ,ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ ।  ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି ।  ଲୋକେ ଜୀବନ ବଞ୍ଚାଇବାକୁ  ଦୌଡିଥିଲେ । ତେବେ ଏହି ଘଟଣାରେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡିଛି । ତେବେ ରେଳବାଇ ପକ୍ଷରୁ କୁହାଯାଇଛି ଯେ, କାମ […]

ସଂପୂର୍ଣ୍ଣ ପଢନ୍ତୁ
54654364 8eaa 46bc A684 6ae238dc37ae

ବ୍ରଜବିହାରୀ ଗଣେଶ ପୂଜା କମିଟିର ମୁଖ୍ୟବିନ୍ଧାଣୀ ବସନ୍ତ ଜେନାଙ୍କ ପରଲୋକ

ଝଙ୍କଡ଼ : ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ପୀଠ କନକପୁର ଗ୍ରାମର , ମନ୍ଦିର ସମ୍ମୁଖସ୍ଥ ମାଆ ଙ୍କ କାହାଳୀଆ ସେବକ ସ୍ବର୍ଗତ ବିଷ୍ଣୁ ଚରଣ ଜେନା ଙ୍କ ମଧ୍ୟମ ପୁତ୍ର ବସନ୍ତ କୁମାର ଜେନା ( ୫୪ ) ଙ୍କର ଗତ ସୋମବାର ସନ୍ଧ୍ୟା ରେ ହୃଦ୍ ଘାତ ରେ ପରଲୋକ ହୋଇଯାଇଛି । ତାଙ୍କ ଘର ସମ୍ମୁଖରେ ଥିବା ପ୍ରାଚୀନ ବ୍ରଜବିହାରୀ ମଠ ଆଗରେ , ପ୍ରତିବର୍ଷ ପୂଜା କମିଟି ତରଫରୁ ଯେଉଁ ଗଣେଶ […]

ସଂପୂର୍ଣ୍ଣ ପଢନ୍ତୁ
7f6f7fd7 F2e5 4dbe 9b5d B08b7a3db362

ସମାଜସେବୀ ରମେଶ ଆଚାର୍ଯ୍ୟଙ୍କ ବିୟୋଗରେ ଶୋକ

ଜଗତସିଂହପୁ/ଝଙ୍କଡ :  ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ,କଟରା ପଞ୍ଚାୟତ ଅଧିନ ଜଗନ୍ନାଥପୁର ଗ୍ରାମର ଜଣାଶୁଣା ବିଶିଷ୍ଟ ସମାଜସେବୀ ରମେଶ ଚନ୍ଦ୍ର ଆଚାର୍ଯ୍ୟ ଙ୍କର ପରଲୋକ ହୋଇଯାଇଛି । ସେ ଜଣେ ମିଷ୍ଟଭାଷୀ ପରୋପକାରୀ, ମେଳା ପି ଓ ନିର୍ବିବାଦୀୟ ବ୍ୟକ୍ତି ଥିବାରୁ ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନପ୍ରତିନିଧି ମାନେ ତାଙ୍କର ଶେଷ ଦର୍ଶନ କରି , ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ | ପୁରୀ […]

ସଂପୂର୍ଣ୍ଣ ପଢନ୍ତୁ
A55278bc 7279 4c82 88ec Af475591b5d2

ନବଗଠିତ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ସଦସ୍ୟ ମହନ୍ତ ରଘୁବୀର ଦାସ ମହାରାଜଙ୍କୁ ସମ୍ବର୍ଦ୍ଧନା

ଝଙ୍କଡ଼ :  ବହୁ ପ୍ରତୀକ୍ଷାର ଅନ୍ତଘଟାଇ ଗତ ମଙ୍ଗଳବାର ସନ୍ଧ୍ୟାରେ, ରାଜ୍ୟ ସରକାରଙ୍କ ଆଇନୀ ବିଭାଗ ତରଫରୁ ପୁରୀ ଶ୍ରୀକ୍ଷେତ୍ର ର ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରରେ ନୂତନ ପରିଚାଳନା କମିଟି ଗଠନ କରଯାଇଥିବା ବେଳେ,ଏଥିରେ ପୁରୀ ବଳରାମ କୋର୍ଟ ଓ ଛାଉଣୀ ମଠର ମହନ୍ତ ରଘୁବୀର ଦାସ ମହାରାଜ ଙ୍କୁ ନିଯୁକ୍ତି ମିଳିଥିବାରୁ  ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ପୀଠ ର ଶ୍ରୀ ଜଗନ୍ନାଥ ଚାରିଟେବୁଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ, […]

ସଂପୂର୍ଣ୍ଣ ପଢନ୍ତୁ
Gssby

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର  :  ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର […]

ସଂପୂର୍ଣ୍ଣ ପଢନ୍ତୁ