ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର
ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା ମାଆ ଦୁହେଁ ଶିଶୁଟିକୁ ଖେଳାଉଥିବାବେଳେ ହଠାତ୍ ଘରେ ନିଆଁ ଲାଗିଯାଇଥିଲା। ପରେ ସ୍ଥାନୀୟ ଲୋକେ ଏହାଦେଖି ଶିଶୁ ପୁତ୍ରଟିକୁ ଉଦ୍ଧାର କରିଥିଲେ। କିନ୍ତୁ ବାପା , ମାଆ ଦୁହେଁ ଘରୁ ବାହାରି ପାରିନଥିଲେ। ନିଆଁ […]
ସଂପୂର୍ଣ୍ଣ ପଢନ୍ତୁ