Cm Teacher 1140x545 1 750x430

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ଯେ ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ପ୍ରାଥମିକ ଶିକ୍ଷାକୁ […]

ସଂପୂର୍ଣ୍ଣ ପଢନ୍ତୁ
26afa83b 8459 4781 8709 Bac4f602bd7e

ଆଇପିଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାର ୧୭ ଜଣ ଆଇପିଏସ୍‌ ଓ ଜଣେ ଓଏଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି କ୍ରମରେ ସରକାର ପୁରୀ ଏସ୍‌ପିଙ୍କୁ ବଦଳି ହୋଇଛି। ଏଠାରେ ପିନାକ ମିଶ୍ରଙ୍କ ସ୍ଥାନରେ ପ୍ରତୀକ ସିଂହଙ୍କୁ ନୂଆ ଦାୟିତ୍ବ ମିଳିଛି। ରାଜ୍ୟ ସରକାର ପୁରୀ, ଖୋର୍ଦ୍ଧା, ବାଲେଶ୍ବର, କଟକ (ଗ୍ରାମାଞ୍ଚଳ), ଜଗତସିଂହପୁର, ସୁନ୍ଦରଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା […]

ସଂପୂର୍ଣ୍ଣ ପଢନ୍ତୁ
Aaf90dee 1ef2 4304 Aa31 01446800b0d5

ଛତ୍ରମଠ ସରସ୍ୱତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ

ଝଙ୍କଡ଼ ତା ୨୧/୮/୨୦୨୫ : ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ପୀଠ କନକପୁର ପଞ୍ଚାୟତ ଅନ୍ତର୍ଗତ ତରାପୁର ଛତ୍ରମଠ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ, ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜନ୍ମାଷ୍ଟମୀ ଉତ୍ସବ, ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ଧୂନଚନ୍ଦ୍ର ସେନାପତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ସଭାପତିତ୍ବରେ ଆୟୋଜିତ ଏହି ମୂଖ୍ୟଅତିଥି ଭାବରେ ପ୍ରାକ୍ତନ ଶିକ୍ଷକ ନିରଞ୍ଜନ ବେଉରା, ମୂଖ୍ୟବକ୍ତା ଦିଗାମ୍ବର ରାଉତ ଓ ସମ୍ମାନିତ ଅତିଥି ଭୀମସେନ […]

ସଂପୂର୍ଣ୍ଣ ପଢନ୍ତୁ
Drown 2

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ :  ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି  ।  ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ  ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ ଝିଅ ସୁମିତ୍ରା ମାଝୀ । ମା’ ନମିତା  ଝିଅ ସୁମିତ୍ରାଙ୍କ ସହ ବାପା ଘରକୁ ବୁଲିବା ପାଇଁ ଆସିଥିଲେ । ଆଜି ଘରେ କାମ ସାରି ଗାଁ ପୋଖରୀରେ ଗାଧେଇବା ପାଇଁ ଉଭୟ ମା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 08 21 151806

ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ। ଅଗଷ୍ଟ ୩୧, ୨୦୨୫ ସୁଦ୍ଧା ତାଙ୍କ ନିଯୁକ୍ତ ସ୍ଥାନରେ ଯୋଗଦେବାରେ ବିଫଳ ହେଉଥିବା ଯେକୌଣସି ଅଧିକାରୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଦାୟୀ ରହିବେ ଏବଂ ଏପରି […]

ସଂପୂର୍ଣ୍ଣ ପଢନ୍ତୁ
Vigilance 750x430

ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର

ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ କରୀଙ୍କ ଠାରୁ ଏକ ମାମଲାର ତଦନ୍ତ କୁ ରଫା ଦଫା କରିବାକୁ ଅସିତ୍ କୁମାର ବିଟୁ ରାମ ମାଧ୍ୟମରେ 30 ହଜାର ଦାବି କରିଥିଲେ ।  ପ୍ରଥମ କିସ୍ତିରେ 20 ହଜାର ଟଙ୍କା ନେଉଥିବା […]

ସଂପୂର୍ଣ୍ଣ ପଢନ୍ତୁ
Dog Bite 1200x552 1 750x430

ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ

ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ କୁକୁର। ଫଳରେ ଲୋକମାନେ ଘରୁ ବାହାରକୁ ବାହାରିବାକୁ ଭୟ କରୁଛନ୍ତି। କେବଳ ମଣିଷ ନୁହଁନ୍ତି ଗାଈ, ଛେଳି ଓ ଭଲ କୁକୁରଙ୍କୁ ବି କାମୁଡି ଘାଇଲା କରୁଛି ପାଗଳା କୁକୁର। କୁସୁରାବ ଗାଁର ଲୋକେ […]

ସଂପୂର୍ଣ୍ଣ ପଢନ୍ତୁ
Puja 1

ସବୁ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି

କଟକ/ଭୁବନେଶ୍ୱର : ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ । ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । କେବଳ ସେତିକି ନୁହେଁ, ନିଜ ଅଞ୍ଚଳକୁ ଦୁର୍ଘଟଣା ମୁକ୍ତ କରିବା ଦିଗରେ ସହଯୋଗ କରିବାକୁ ସାହି ମୁରବିଙ୍କୁ ମଧ୍ୟ ଅନୁରୋଧ କରାଯିବ । ପାର୍ବଣ ସଂପର୍କିତ ସମନ୍ୱୟ ବୈଠକରେ ପୂଜା କମିଟି ମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିବାକୁ ସମସ୍ତ […]

ସଂପୂର୍ଣ୍ଣ ପଢନ୍ତୁ
Asemb

ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ଯୋଜନା କରୁଥିବା ବେଳେ ସରକାର ବି ବିରୋଧୀଙ୍କ ପ୍ରଶ୍ନ ଉତ୍ତର ଦେବାକୁ ପ୍ରସ୍ତୁତ ହୋଇପାରନ୍ତି । ଚଳିତବର୍ଷ ମୌସୁମୀ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିବାର […]

ସଂପୂର୍ଣ୍ଣ ପଢନ୍ତୁ
Police

ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ

ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ ନେଇଯାଉଛନ୍ତି । ଆଉ ମହିଳାଙ୍କ ଶେଷକୃତ୍ୟ ମଧ୍ୟ କରିଛନ୍ତି । ହଁ ଆଜ୍ଞା, ପୋଲିସମାନେ ମୃତଦେହକୁ ଗାଁ ଲୋକଙ୍କ ସାହାଯ୍ୟରେ ନିଜେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନେଇ ଶବଦାହ କରିଛନ୍ତି । ଏଭଳି ଏକ ଦୁଖଃଦ […]

ସଂପୂର୍ଣ୍ଣ ପଢନ୍ତୁ