ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ
ଲମତାପୁଟ : ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି । ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ ଝିଅ ସୁମିତ୍ରା ମାଝୀ । ମା’ ନମିତା ଝିଅ ସୁମିତ୍ରାଙ୍କ ସହ ବାପା ଘରକୁ ବୁଲିବା ପାଇଁ ଆସିଥିଲେ । ଆଜି ଘରେ କାମ ସାରି ଗାଁ ପୋଖରୀରେ ଗାଧେଇବା ପାଇଁ ଉଭୟ ମା […]
ସଂପୂର୍ଣ୍ଣ ପଢନ୍ତୁ