୬ଥାକିଆ ହେବ ଭୁବନେଶ୍ବର ବାଇପାସ୍ ରୋଡ୍: ଖର୍ଚ୍ଚ ହେବ ୮୩୦୮କୋଟି
ଭୁବନେଶ୍ବର: ଖୋର୍ଦ୍ଧା, ଭୁବନେଶ୍ବର କଟକ ସହରର ଭିଡ଼ ଓ ଟ୍ରାଫିକ୍ ସମସ୍ୟା କମାଇବା, ଭାରୀ ଯାନ ଚଳାଚଳ ହ୍ରାସ ପାଇଁ ଏନ୍ଏଚ୍-୧୬ରେ (ଚେନ୍ନାଇ-କୋଲକତା କରିଡର) ଜାତୀୟ ରାଜପଥ କର୍ତ୍ତୃପକ୍ଷ ଭୁବନେଶ୍ବର ବାଇପାସ୍ ନିର୍ମାଣ କରିବାକୁ ଯାଉଛନ୍ତି। ଏହା ଖୋର୍ଦ୍ଧା ଜିଲ୍ଲା ରାମେଶ୍ବରରୁ ବାହାରି ଭାୟା ବାଙ୍କି, ଆଠଗଡ଼, ଗୋବିନ୍ଦପୁର ହୋଇ କଟକର ଟାଙ୍ଗୀ ନିକଟରେ ବାହାରିବ। ଏହି ୧୧୦.୮୭୫ କିମିର ୬ଥାକିଆ ରାସ୍ତା ପାଇଁ ୮୩୦୭.୭୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ରାଜଧାନୀ କ୍ଷେତ୍ର ରିଙ୍ଗ ରୋଡ୍ […]
ସଂପୂର୍ଣ୍ଣ ପଢନ୍ତୁ