ସୌମ୍ୟରଞ୍ଜନ ସ୍ବାଇଁ ମୃତ୍ୟୁ ମାମଲାରେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାର ନିଲମ୍ବିତ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାର ସୌମ୍ୟରଞ୍ଜନ ସ୍ବାଇଁ ମୃତ୍ୟୁ ମାମଲାରେ ଛନ୍ଦି ହୋଇଥିବା ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାରଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଶ୍ରୀ ଗଙ୍ଗୱାରଙ୍କ ନିଲମ୍ବନ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତମାସ ୭ ତାରିଖରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଦିନ ଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅତି ନିର୍ମମ ଭାବେ ମାଡ଼ ମରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ […]
ସଂପୂର୍ଣ୍ଣ ପଢନ୍ତୁ