ପୁରୀରେ ହେବ ବ୍ରିକ୍ସ୍ DRRWGର ଦ୍ବିତୀୟ ବୈଷୟିକ ସମ୍ମିଳନୀ, ବିପର୍ଯ୍ୟୟ ପରିଚାଳନାରେ ଅନ୍ତର୍ଜାତୀୟ ସହଯୋଗ ସମ୍ପର୍କରେ ହେବ ଆଲୋଚନା
ଭୁବନେଶ୍ୱର: ଭାରତର BRICS ଅଧ୍ୟକ୍ଷତା ଅଧୀନରେ ଆୟୋଜିତ ହେବାକୁ ଥିବା “Disaster Risk Reduction Working Group” (DRRWG)ର ବୈଷୟିକ ସମ୍ମିଳନୀ ଆସନ୍ତା ୩ ରୁ ୫ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଓଡ଼ିଶାର ପୁରୀରେ ତାଜ୍ ପୁରୀ ରିସୋର୍ଟଠାରେ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ BRICS ଦେଶଗୁଡ଼ିକର ପ୍ରତିନିଧି ଓ ବିଶେଷଜ୍ଞମାନେ ଯୋଗଦେଇ ବିପର୍ଯ୍ୟୟ ପରିଚାଳନା, ପ୍ରତିରୋଧକ୍ଷମତା ବୃଦ୍ଧି ଏବଂ ଅନ୍ତର୍ଜାତୀୟ ସହଯୋଗ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଉଲ୍ଲେଖଯୋଗ୍ୟ ଯେ, ବ୍ରାଜିଲ୍, ଇଜିପ୍ଟ୍, ଇଥିଓପିଆ, […]
ସଂପୂର୍ଣ୍ଣ ପଢନ୍ତୁ