ବିହାରୀ ଠକ ଗ୍ୟାଙ୍ଗକୁ ବାନ୍ଧିଲା ପୁଲିସ, ସିଦ୍ଧ ପଣ୍ଡିତ ନାଁରେ ଘରେ ପଶି ଲୁଟୁଥିଲେ

ସୁନ୍ଦରଗଡ଼ : ବିହାରୀ ଠକ ଗ୍ୟାଙ୍ଗ ଗିରଫ ।  ସିଦ୍ଧ ପଣ୍ଡିତ ନାଁରେ ଘରେ ପଶି ଲୁଟୁଥିଲେ ଟଙ୍କା ଓ ଗହଣା। ସୁନ୍ଦରଗଡ଼ ପୋଲିସର ତ୍ୱରିତ କାର୍ଯ୍ୟାନୁଷ୍ଠାନ ଯୋଗୁ ଧରାପଡ଼ିଲା ଗ୍ୟାଙ୍ଗ୍ । ଏମାନଙ୍କ ଠାରୁ ପିତ୍ତଳ ମୂର୍ତ୍ତି, ପୂଜାପାଠ ବହି, ୭ ମୋବାଇଲ ଫୋନ, ବିଭିନ୍ନ ରତ୍ନ ପଥର ଓ ଲୁଟ୍ ସୁନା ଗହଣା ଜବତ କରାଯାଇଛି। ସୁନ୍ଦରଗଡ଼ ସଦର ଥାନା ଲଙ୍କାହୁଡ଼ା ଗାଁରେ ଘଟିଛି ଏଭଳି ଘଟଣା । ଗତକାଲି ପାଞ୍ଚ ଜଣ ଅଜଣା ବ୍ୟକ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ବେଆଇନ ଗୋଦାମ ଉପରେ ଚଢ଼ାଉ, ୫୦୦ ଏଲପିଜି ସିଲିଣ୍ଡର ଜବତ

କଟକ:୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ । ଆଜି ସକାଳେ କଟକ ସଦର ଥାନା ଅନ୍ତର୍ଗତ ବାରଙ୍ଗ ବ୍ଲକର ବ୍ରାହ୍ମଣ ଝରିଲୋରେ ଏକ ବେଆଇନ ଗୋଦାମ ଉପରେ ପୁଲିସ୍‌, ଜିଲ୍ଲା ପ୍ରଶାସନ ଏବଂ ସିଭିଲ ଯୋଗାଣ ଅଧିକାରୀଙ୍କ ଏକ ମିଳିତ ଟିମ୍ ଚଢାଉ କରାଯାଇଥିଲା। ଫୁଲନଖରା-ନିଆଳି ରାଜ୍ୟ ରାଜପଥ ୬୦ ପାର୍ଶ୍ୱରେ ଏକ ଘରୁ ବେଆଇନ ଏଲପିଜି ସିଲିଣ୍ଡର ସଂରକ୍ଷଣ ଏବଂ ବଣ୍ଟନ ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ କଟକ ଗ୍ରାମାଞ୍ଚଳ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]

ସଂପୂର୍ଣ୍ଣ ପଢନ୍ତୁ

ସମୁଦ୍ର ପଥରେ ଭାରତକୁ ଆସିପାରୁନି ତେଲ: ଓଡ଼ିଶାରେ କଟକଣା ଲାଗୁ, ନମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ମଧ୍ୟପ୍ରାଚ୍ୟରେ ଜାରି ରହିଛି ଯୁଦ୍ଧ । ଏହି ସମୟ ଭିତରେ ତୈଳ ସଙ୍କଟ ଦେଖାଦେଇଛି । ହର୍ମୁଜ୍ ପଥ ଦେଇ ତେଲ ଆସି ପାରୁନଥିବାରୁ ଭାରତରେ ଏହାର ପ୍ରଭାବ ପରିଲିକ୍ଷିତ ହେଉଛି । ଯାହାକୁ ନେଇ ଓଡିଶା ସରକାର ଆଜି ନୂଆ ନିୟମ ଆଣିଛନ୍ତି । ଏଣିକି ସରକାରୀ ତୈଳ କମ୍ପାନୀ ଗୁଡ଼ିକ ଥରକେ ୫୦ ଲିଟରରୁ ଅଧିକ ଏବଂ ୫୦୦ ଲିଟରରୁ ଅଧିକ ହାଇସ୍ପିଡ୍ ଡିଜେଲ୍ ବିକ୍ରି କରିପାରିବେ ନାହିଁ । ଏଥିପାଇଁ ପେଟ୍ରୋଲ […]

ସଂପୂର୍ଣ୍ଣ ପଢନ୍ତୁ

କାମାକ୍ଷାନଗରରେ ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ବନ୍ଧା ହେଲେ ବାପା ଓ ଦୁଇ ପୁଅ

କାମାକ୍ଷାନଗର: କାମାକ୍ଷାନଗର ଏନଏସି ୩ ନମ୍ବର ଓ୍ବାର୍ଡ ମହିମାନଗର ସାହିରେ ବୁଧବାର ସକାଳେ ଜନଗଣନା କାର୍ଯ୍ୟ କରିବାକୁ ଯାଇଥିବା ୪ କର୍ମଚାରୀଙ୍କୁ ଗୋଟିଏ ପରିବାର ଲୋକ ଅସଭ୍ୟ ଭାଷାରେ ଗାଳିଗୁଲଜ କରି ମରଣାତ୍ମକ ଆକ୍ରମଣ କରିବାସହ ମହିଳା କର୍ମଚାରୀଙ୍କ ସ୍କୁଟି ଭାଙ୍ଗି ଚୁରମାର କରିଥିଲେ। ଆକ୍ରମଣରେ ୪ଜଣ ଜନଗଣନା କର୍ମଚାରୀଆହତ ହୋଇଥିବା ବେଳେ ଏଥିରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ଆହତ ଅଧିକାରୀମାନେ ହେଲେ ରଘୁନାଥ ଦୀକ୍ଷିତ, ମଧୁସ୍ମିତା ବେହେରା,ସ୍ବର୍ଣ୍ଣଲତା ସାହୁ ଓ ସତିଶ ବିରେନ ବେହେରା। […]

ସଂପୂର୍ଣ୍ଣ ପଢନ୍ତୁ
School Stud

ଏପ୍ରିଲ୍ ୨୭ରୁ ସବୁ ସ୍କୁଲର ଖରା ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୭ରୁ ସ୍କୁଲର ଖରା ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ତାରିଖରୁ ରାଜ୍ୟର ସମସ୍ତ ସରକାରୀଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ ବୋଲି କୁହାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନିଆ ଯାଇଛି | ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଓ ଜନଗଣନା କାମ ଜାରି ରହିବ | ଆସନ୍ତା ୨୭ ତାରିଖରୁ ସ୍କୁଲ ଛୁଟି ଘୋଷଣା କଲେ […]

ସଂପୂର୍ଣ୍ଣ ପଢନ୍ତୁ

ସ୍ୱଚ୍ଛ ସବୁଜ ମାହାଙ୍ଗାର ସ୍ଵପ୍ନଦର୍ଶୀ — ଡ଼. ଅମରେନ୍ଦ୍ର ମହାନ୍ତି

ମାହାଙ୍ଗା(ଅଜୟ ମହାନ୍ତି) :  ସମାଜସେବା ହେଉଛି ଭାରତୀୟ ଦର୍ଶନର ଅଭିନ୍ନ ଅଂଶ। ମନୁଷ୍ୟତା ଓ ନିଷ୍ଠାର ସଜୀବ ପ୍ରତିକ। ଏହି ମୂଲ୍ୟବୋଧକୁ ଜୀବନରେ ଅଙ୍ଗୀକାର କରି, ଯୁବପିଢ଼ୀ ପାଇଁ ଏକ ନୂତନ ଆଦର୍ଶ ଗଢ଼ି ତୋଳିଛନ୍ତି ମାହାଙ୍ଗାର ସୁଯୋଗ୍ୟ ସନ୍ତାନ ଡ଼. ଅମରେନ୍ଦ୍ର ମହାନ୍ତି। ଜଣେ ପ୍ରତିଷ୍ଠିତ ଶିକ୍ଷାବିଦ୍, ଲେଖକ, ଗବେଷକ ଓ ସମାଜସେବୀ। ୧୯୭୯ ମସିହାରେ କଟକ ଜିଲ୍ଲା ମାହାଙ୍ଗା ବ୍ଲକର ନାହଙ୍ଗ ଗ୍ରାମରେ ପିତା ଅକ୍ଷୟ କୁମାର ମହାନ୍ତି ଓ ମାତା ରେଣୁବାଳା ମହାନ୍ତିଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଆଗୁଆ ହେବ ଖରା ଛୁଟି, ଖୁବଶୀଘ୍ର ଚୂଡ଼ାନ୍ତ ନିଷ୍ପତ୍ତି

ଭୁବନେଶ୍ୱର : ଆଗୁଆ ହେବ ସ୍କୁଲ ଖରା ଛୁଟି ।  ଦିନେ ଦୁଇ ଦିନରେ ଚୂଡ଼ାନ୍ତ ନିଷ୍ପତ୍ତି ।  ରାଜସ୍ବ ବିଭାଗ ଓ ଗଣଶିକ୍ଷା ବିଭାଗ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । ଗଣଶିକ୍ଷା ବିଭାଗ, ରାଜସ୍ବ ବିଭାଗ ଏବଂ ଏସଆରସିଙ୍କ ମିଳିତ ବୈଠକ ହୋଇଛି ।  ମୁଖ୍ୟମନ୍ତ୍ରୀ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ନେଇପାରନ୍ତି ।  ଅଙ୍ଗନବାଡି ବନ୍ଦ ହେଲେ ପିଲାଙ୍କ ପାଖରେ ଖାଦ୍ୟ ପହଞ୍ଚାଇବାର ବ୍ୟବସ୍ଥା କରିବୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ SOP: ବାଧା ଦେଲେ ଜୋରିମାନା ସହ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ

ଭୁବନେଶ୍ୱର : ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟ ପାଇଁ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏକ ନୂଆ ମାର୍ଗଦର୍ଶିକା (SOP) ଜାରି କରିଛନ୍ତି ।  ନିକଟରେ ଘର ଘର ବୁଲି ତଥ୍ୟ ସଂଗ୍ରହ କରୁଥିବା କର୍ମଚାରୀଙ୍କ ସହ କିଛି ଅପ୍ରୀତିକର ଘଟଣା ଘଟିଥିବାରୁ, ସେମାନଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଏପ୍ରିଲ ୧୬ରୁ ମଇ ୧୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟରେ କର୍ମଚାରୀଙ୍କୁ ସୁରକ୍ଷିତ ରଖିବା ପାଇଁ ସରକାର ନିମ୍ନଲିଖିତ […]

ସଂପୂର୍ଣ୍ଣ ପଢନ୍ତୁ

୧୯ OAS ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର : OAS ସ୍ତରରେ ଅଦଳବଦଳ। ୧୯ ଜଣ OAS ଅଧିକାରୀଙ୍କୁ ବଦଳି କଲେ ସରକାର। ରତ୍ନାକର ସାହୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ଶାସନ ସଚିବ। ଜାତୀୟ ସ୍ବାସ୍ଥ୍ୟ ମିଶନର ନୋଡାଲ ଅଧିକାରୀ ଭାବେ ମଧ୍ୟ ଦାୟିତ୍ବ। ସୁଧାକର ନାୟକ କ୍ରୀଡ଼ା ଓ ଯୁବସେବା ବିଭାଗର ଅତିରିକ୍ତ ଶାସନ ସଚିବ। ଶ୍ବେତ କୁମାର ଦାସ ହେଲେ MKCG ମେଡିକାଲ କଲେଜର ରେଜିଷ୍ଟ୍ରାର। ପ୍ରମୋଦ କୁମାର ପୃଷ୍ଟି ହେଲେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ। ସଚ୍ଚିଦାନନ୍ଦ ନାୟକ […]

ସଂପୂର୍ଣ୍ଣ ପଢନ୍ତୁ

ଭାରତ ସମେତ ସମଗ୍ର ବିଶ୍ବରେ ବନ୍ଦ ହେବ ଇଣ୍ଟରନେଟ୍ ?

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଥମିବାର ନାଁ ଧରୁନି। ଦିନକୁ ଦିନ ଏହି ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଯୁଦ୍ଧ ଏକ ଭୟଙ୍କର ମୋଡ଼ରେ ପହଞ୍ଚିଛି। ଇରାନୀ ଗଣମାଧ୍ୟମ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକ ସୂଚିତ କରିଛନ୍ତି ଯେ ସମୁଦ୍ର ତଳେ ଇଣ୍ଟରନେଟ୍ କେବୁଲ ଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ ହୋଇପାରେ। ଏହି କେବୁଲ ଗୁଡ଼ିକ ପ୍ରାୟ ସମଗ୍ର ବିଶ୍ୱର ଇଣ୍ଟରନେଟ୍‌କୁ ଶକ୍ତି ପ୍ରଦାନ କରନ୍ତି। ଯଦି ଏହା ଘଟେ, ତେବେ […]

ସଂପୂର୍ଣ୍ଣ ପଢନ୍ତୁ